Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ନେତୃତ୍ବରେ ଗମ୍ଭାରିମୁଣ୍ଡାରୁ ଲକ୍ଷାଧିକ ଟଙ୍କାର ବାଣ ଜବତ: ଜଣେ ଅଟକ
ଆଜିର ଖବର

ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ନେତୃତ୍ବରେ ଗମ୍ଭାରିମୁଣ୍ଡାରୁ ଲକ୍ଷାଧିକ ଟଙ୍କାର ବାଣ ଜବତ: ଜଣେ ଅଟକ

November 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: କରୋନା ମହାମାରୀ ଲାଗି ରାଜ୍ୟ ସରକାରଙ୍କ ଦ୍ୱାରା ବାଣ ବିକ୍ରି ଏବଂ ଫୁଟେଇବା ବେଆଇନ ଘୋଷିତ ହୋଇଥିବା ସ୍ଥଳେ କେତେକ ବାଣ ବେପାରୀ ଏହାକୁ ଖାତିର ନକରି ଲୁଚିଛପି ବାଣ ବିକ୍ରି କରୁଛନ୍ତି। ଦୁଇଦିନ ତଳେ ଖୋର୍ଦ୍ଧା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବାଣ ନିଷିଦ୍ଧ କୁ ନେଇ ଏକ ନିର୍ଦ୍ଦେଶନାମା ଜାରିକରିଥିବାବେଳେ ଆଜି ବାଣପୁର ପୋଲିସ ଚଢାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି।

ମିଳିଥିବା ସୂଚନା ମୁତାବକ ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସୁରେଶ ଦାସଙ୍କ ତତ୍ତ୍ବାବଧାନରେ ବାଣପୁର ପୋଲିସ ଗତକାଲି  ରାତି ୮ ଘଟିକାରେ  ଗମ୍ଭାରୀମୁଣ୍ଡା ପଞ୍ଚାୟତର ପଦ୍ମପୁର ଗ୍ରାମର ଅଶୋକ ପାତ୍ରଙ୍କ ଘରେ ଚଢାଉ କରିଥିଲା। ଅଶୋକଙ୍କ ଘର, ଦୋକାନ ଏବଂ ତାଙ୍କ ସାନଭାଇଙ୍କ ଘରେ ଚଢାଉ କରି ପୋଲିସ ପାଖାପାଖି ତିନି ଟ୍ରିପ ବାଣ ଜବତ କରିଛି। ଯାହାର ମୂଲ୍ୟ ଦଶ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଖୋଦ ଏସ.ଡ଼ି.ପି.ଓ ଶ୍ରୀ ଦାସ ଉପସ୍ଥିତ ରହି ବାଣଗୁଡିକୁ ଜବତ କରିଥିଲେ। ଏନେଇ ବାଣପୁର ପୋଲିସ ଅଶୋକଙ୍କୁ ଅଟକ ରଖିଥିବା ସୂଚନା ରହିଛି।

ଉକ୍ତ ଚଢାଉରେ ବାଣପୁର ଏସ.ଆଇ ବିଜୟ ମଲ୍ଲିକ, ପ୍ରସନ୍ନ ଜେନା, ରାଜକିଶୋର ବେହେରା, ସି.ଏସ.ଆଇ ଆଶୁତୋଷ ପାଇକରାୟ, ଜ୍ୟୋତ୍ସ୍ନାରାଣୀ ଖୁଣ୍ଟିଆ ଏବଂ ଗମ୍ଭାରୀମୁଣ୍ଡା ଫାଣ୍ଡି କର୍ମଚାରୀମାନେ ସାମିଲ ହୋଇଥିଲେ।

ବାଣ ଜବତ ବାଣପୁର ପୋଲିସ ଲକ୍ଷାଧିକ ଟଙ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.