Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ବିଜେପିକୁ ଲାଗିଲା ପୁଣି ଝଟ୍‌କା : ଦଳ ଛାଡିଲେ ଜୟସିଂହରାଓ ଗାୟକଓ୍ବାଡ
ଆଜିର ଖବର

ମହାରାଷ୍ଟ୍ରରେ ବିଜେପିକୁ ଲାଗିଲା ପୁଣି ଝଟ୍‌କା : ଦଳ ଛାଡିଲେ ଜୟସିଂହରାଓ ଗାୟକଓ୍ବାଡ

November 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ :  ମହାରାଷ୍ଟ୍ର ବିଜେପିକୁ ଲାଗିଛି ଏକ ଶକ୍ତ ଝଟ୍‌କା। ବିଜେପିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟସିଂରାଓ ଗାଇକୱାଡ ଆଜି ଦଳରୁ ଇସ୍ତଫା ଦେଇଛନ୍ତି। ସେ ଆଜି ସକାଳେ ମହାରାଷ୍ଟ୍ର ବିଜେପି ସଭାପତି ଚନ୍ଦ୍ରକାନ୍ତ ପାଟିଲଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି।  ସେ ଦଳ ପାଇଁ କାମ କରିବାକୁ ଇଚ୍ଛୁକ ଥିବାବେଳେ ଦଳ ତାଙ୍କୁ ସୁଯୋଗ ଦେଉନାହିଁ ବୋଲ ସେ ଅଭିଯୋଗ କରିଛନ୍ତି । ଏଥିପାଇଁ ସେ ଏପରି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି କହିଛନ୍ତି ଗାୟକଓ୍ବାର୍ଡ । ସେ ଦଳର ପ୍ରାଥମିକ ସଦସ୍ୟତା ପଦରୁ ମଧ୍ୟ ଇସ୍ତଫା ଦେଇଥିବାର ଜଣାପଡିଛି ।

ସୂଚନାଯୋଗ୍ୟ, ଗାୟକଓ୍ବାର୍ଡ ପୂର୍ବରୁ ମହାରାଷ୍ଟ୍ର ସରକାରର ଓ କେନ୍ଦ୍ର ସରକାରରେ ମନ୍ତ୍ରୀ ରହିଥିଲେ । ସେ କେବଳ ସାଂସଦ ବା ବିଧାୟକ ହୋଇ ରହିବାକୁ ଚାହାଁନ୍ତି ବରଂ ଦଳକୁ ସଶକ୍ତ କରିବା ପାଇଁ କାର୍ଯ୍ୟ କରିବାକୁ ଚାହାନ୍ତି ବୋଲି କହିଛନ୍ତି । ମାତ୍ର ଦଳ ତାଙ୍କୁ ସେହି ସୁଯୋଗ ନ ଦେଇଥିବାରୁ ସେ ଦଳରୁ ଇସ୍ତଫା ଦେଇଛନ୍ତି । ନିଜ ଇସ୍ତଫାପତ୍ରକୁ ସେ ନିଜ ଫେସ୍‌ବୁକ୍‌ ଆକାଉଣ୍ଟରେ ମଧ୍ୟ ସେୟାର କରିଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଛତିଶଗଡ଼ର କାଙ୍କେରରେ ଆଇଇଡି ବିସ୍ଫୋରଣ: ତିନି ଯବାନ ସହିଦ

May 2, 2026

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026
Latest News

ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

May 2, 2026

ଛତିଶଗଡ଼ର କାଙ୍କେରରେ ଆଇଇଡି ବିସ୍ଫୋରଣ: ତିନି ଯବାନ ସହିଦ

May 2, 2026

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.