Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»24 ଘଣ୍ଟାରେ 38 ହଜାର 617 ଆକ୍ରାନ୍ତ, 474 ମୃତ
ଆଜିର ଖବର

24 ଘଣ୍ଟାରେ 38 ହଜାର 617 ଆକ୍ରାନ୍ତ, 474 ମୃତ

November 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ଜାତୀୟ ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ଥମିବାର ନାମ ନେଉନାହିଁ । ଦେଶରେ ବିଗତ 24 ଘଣ୍ଟା ମଧ୍ୟରେ 38 ହଜାର 617ଟି ନୂତନ କରୋନା ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ ଦିଲ୍ଲୀରେ 6396 ନୂତନ ମାମଲା ସାମ୍ନାକୁ ଆସିଛି ।  ନୂତନ ସଂକ୍ରମଣକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା 89 ଲକ୍ଷ 12 ହଜାର 907ରେ ପହଞ୍ଚିଥିବା ବେଳେ 83 ଲକ୍ଷ 35 ହଜାର 109ଜଣ ସୁସ୍ଥ ହୋଇଛନ୍ତି । 24 ଘଣ୍ଟା ମଧ୍ୟରେ 474ଟି ନୂତନ ମୃତ୍ୟୁ  ହୋଇଥିବା ବେଳେ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା 1 ଲକ୍ଷ 30 ହଜାର 993ରେ ପହଞ୍ଚିଛି । ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 44ହଜାର 739 ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 4 ଲକ୍ଷ 46 ହଜାର 805 ରେ ପହଞ୍ଚିଛି ।

ଦେଶରେ କରୋନା ସଂକ୍ରମଣ କମୁଥିଲେ ମଧ୍ୟ ଦିଲ୍ଳୀରେ ବିଗତ 24ଘଣ୍ଟା ମଧ୍ୟରେ 6ହଜାର396 ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଦିଲ୍ଲୀରେ 99 ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି । ଦିଲ୍ଲୀରେ ସଂକ୍ରମଣ ବଢୁଥିବାରୁ ସରକାର ହଟସ୍ପଟ ଗୁଡିକରେ ଲକଡାଉନ ଲାଗୁ କରିବାର ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀରେ ପ୍ରତି ଘଣ୍ଟାରେ ପ୍ରାୟ 4 ଜଣଙ୍କର ମୃତ୍ୟୁ ହେଉଥିବା ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ପ୍ରକାଶ କରିଛନ୍ତି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026
Latest News

ବିବାଦୀୟ ଅଧ୍ୟାୟ ପାଇଁ ସାର୍ବଜନୀନ ଭାବରେ କ୍ଷମା ମାଗିଲା NCERT

March 10, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ କୀର୍ତ୍ତି ଆଜାଦଙ୍କ ଟିମ୍ ଇଣ୍ଡିଆକୁ କଟାକ୍ଷ: ଜୟ ଶାହଙ୍କୁ କଲେ ଟାର୍ଗେଟ

March 10, 2026

ଗ୍ୟାସ୍ ଅଭାବ ହେଲେ କାହାକୁ ପ୍ରାଥମିକତା ଦେବେ ସରକାର?: ଦେଖନ୍ତୁ ତାଲିକା

March 10, 2026

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.