Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ମାମଲା : କମଲନାଥଙ୍କ ପୁଅଙ୍କ ସମେତ ବହୁ କଂଗ୍ରେସ ନେତାଙ୍କର ରହିଛି ସମ୍ପୃକ୍ତି
ଆଜିର ଖବର

ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ମାମଲା : କମଲନାଥଙ୍କ ପୁଅଙ୍କ ସମେତ ବହୁ କଂଗ୍ରେସ ନେତାଙ୍କର ରହିଛି ସମ୍ପୃକ୍ତି

November 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ଦୁର୍ନୀତି ମାମଲାରେ ଏକାଧିକ କଂଗ୍ରେସ ନେତାଙ୍କ ସମ୍ପୃକ୍ତି ନେଇ ସୂଚନା ମିଳିଛି । ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଚାଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସକ୍ସେନାଙ୍କ ନିକଟରୁ ଏହି ତଥ୍ୟ ମିଳିଛି । ତିନିହଜାର କୋଟିର ଏହି ଭିଭିଆଇପି ଚପ୍ପର ସ୍କାମରେ ଏକାଧିକ ନେତାଙ୍କ ସମ୍ପୃକ୍ତି ନେଇ ଇଡି ପକ୍ଷରୁ ସୂଚନା ଦିଆଯାଇଛି । ଇଡି ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ କମଲ ନାଥଙ୍କ ପୁଅ ବକୁଲ ନାଥ, ବରିଷ୍ଠ ନେତା ସଲମାନ ଖୁର୍ଶିଦ ଏବଂ ଅହମ୍ମଦ ପଟେଲଙ୍କ ନାମ ବାହାରକୁ ଆସିଛି ।

ଦୁବାଇରୁ ରାଜୀବ ସକ୍ସେନାଙ୍କୁ ଗିରଫ କରାଯାଇ ଭାରତକୁ ପ୍ରତ୍ୟର୍ପଣ କରାଯାଇଥିଲା । ଏହା ପରେ ସରକାରୀ ସାକ୍ଷୀ ହେବା ପାଇଁ ସକ୍ସେନା ରାଜି ହୋଇଥିଲେ । ସକ୍ସେନାଙ୍କ 385 କୋଟିର ସମ୍ପତ୍ତିକୁ ମଧ୍ୟ ଇଡି ପକ୍ଷରୁ ଜବତ କରାଯାଇଥିଲା । ତେବେ ବର୍ତ୍ତମାନ ସକ୍ସେନାଙ୍କ ସରକାରୀ ସାକ୍ଷୀ ମାନ୍ୟତା ହଟାଇବା ପାଇଁ ଇଡି ସର୍ବୋଚ୍ଚ କୋର୍ଟଙ୍କ ନିକଟରେ ଆବେଦନ କରିଛି । ସକ୍ସେନା ତଥ୍ୟ ଲୁଚାଇଥିବା ନେଇ ଅଭିଯୋଗ କରି ଏହି ଆବେଦନ କରାଯାଇଛି । ବର୍ତ୍ତମାନ ସକ୍ସେନା ଜାମିନରେ ଅଛନ୍ତି । ଏହି ମାମଲାରେ ମିଡିଲମ୍ୟାନ ରହିଥିବା କ୍ରିଷ୍ଟିଆନ ମାଇକେଲ ବର୍ତ୍ତମାନ ଜେଲରେ ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.