Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ବର୍ଷ ବିଳମ୍ବରେ ହେବ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା
ଆଜିର ଖବର

ଚଳିତ ବର୍ଷ ବିଳମ୍ବରେ ହେବ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା

November 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ମହାମାରୀ ଯୋଗୁ ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ପାଠପଢ଼ା ପ୍ରଭାବିତ ହୋଇଛି । କିନ୍ତୁ ଚଳିତ ଶିକ୍ଷାବର୍ଷାରେ ହେବ ମାଟ୍ରିକ ବୋର୍ଡ ଓ ଯୁକ୍ତ ଦୁଇ ପରୀକ୍ଷା । ତେବେ ମାଟ୍ରିକ୍‌ ଓ ଯୁକ୍ତ ଦୁଇପରୀକ୍ଷା ବିଳମ୍ବିତ ହବେ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସର୍ବନିମ୍ନ ତିନି ମାସ ପାଠ ପଢାଯିବା ପରେ ପରୀକ୍ଷା ହେବ ବୋଲି କହିଛନ୍ତି ସମୀର ଦାଶ । ସର୍ବଭାରତୀୟ ସ୍ତରରେ ପରୀକ୍ଷା ବନ୍ଦ ନିଷ୍ପତ୍ତି ନ ହେଲେ ପରୀକ୍ଷା ହେବ । ଯଦି ସର୍ବଭାରତୀୟ ସ୍ତରରେ ପରୀକ୍ଷା ବନ୍ଦ ନିଷ୍ପତ୍ତି ହୁଏ, ତାହେଲେ ପରୀକ୍ଷା ବନ୍ଦ ହୋଇପାରେ । ତେବେ ଏସମ୍ପର୍କରେ ରାଜ୍ୟ ସରକାର ଏକକ ଭାବେ କୌଣସି ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଡିସେମ୍ବର 31 ତାରିଖ ପରେ ଦଶମ ଓ ଦ୍ବାଦଶ ପିଲା ସ୍କୁଲ ଯିବା  ନେଇ ନିଷ୍ପତ୍ତି ନିଆଯିବ ।

କରୋନା ଯୋଗୁ ରାଜ୍ୟରେ ମାର୍ଚ୍ଚ ମାସରୁ ବନ୍ଦ ରହିଛି ଶିକ୍ଷାନୁଷ୍ଠାନ । ଏବେ ଛାତ୍ରଛାତ୍ରୀ ଅନଲାଇରେ ପାଠ ପଢୁଛନ୍ତି । ସଂକ୍ରମଣ ବଢୁଥିବାରୁ ସରକାର ଡିସେମ୍ବର 31 ଯାଏ ସ୍କୁଲ କଲେଜକୁ ବନ୍ଦ ରଖିଛନ୍ତି ।

ମାଟ୍ରିକ୍‌ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Latest News

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.