Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 57 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 60
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 57 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 60

November 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 57 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 60 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 17 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 40 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 18th Nov (till 9am) pic.twitter.com/d5MuLCSxr3

— BMC (@bmcbbsr) November 18, 2020

ସେହିପରି ଆଜି 60 ଜଣ ସୁସ୍ଥ ହୋଇଛନ୍ତି । ନୂତନ 57 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 30 ହଜାର 284ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 29 ହଜାର 418ଜଣ ସୁସ୍ଥ ହୋଇଥିବାବେଳେ 199ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 646ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ହିମାଚଳ ପ୍ରଦେଶରେ ଭୀଷଣ ଅଗ୍ନିକାଣ୍ଡ: ଛଅ ଜୀବନ୍ତ ଦଗ୍ଧ

January 15, 2026

ଆଜିଠାରୁ ଦୁଇ ଦିନିଆ ପଞ୍ଜାବ ଏବଂ ରାଜସ୍ଥାନ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

January 15, 2026

ମନ୍ତ୍ରିମଣ୍ଡଳ ବିସ୍ତାର ପୂର୍ବରୁ ଯୋଗୀଙ୍କ ମନ୍ତ୍ରୀଙ୍କ ବଡ଼ ଦାବି: ବିଜେପିରେ ଯୋଗଦେବେ ଅନେକ ସପା ବିଧାୟକ

January 15, 2026

U19 World Cup: ଆଜି ଭାରତ-ଆମେରିକା ମଧ୍ୟରେ ଲଢେଇ, ଜାଣନ୍ତୁ ମ୍ୟାଚ ସମୟ

January 15, 2026
Latest News

ହିମାଚଳ ପ୍ରଦେଶରେ ଭୀଷଣ ଅଗ୍ନିକାଣ୍ଡ: ଛଅ ଜୀବନ୍ତ ଦଗ୍ଧ

January 15, 2026

ଆଜିଠାରୁ ଦୁଇ ଦିନିଆ ପଞ୍ଜାବ ଏବଂ ରାଜସ୍ଥାନ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

January 15, 2026

ମନ୍ତ୍ରିମଣ୍ଡଳ ବିସ୍ତାର ପୂର୍ବରୁ ଯୋଗୀଙ୍କ ମନ୍ତ୍ରୀଙ୍କ ବଡ଼ ଦାବି: ବିଜେପିରେ ଯୋଗଦେବେ ଅନେକ ସପା ବିଧାୟକ

January 15, 2026

U19 World Cup: ଆଜି ଭାରତ-ଆମେରିକା ମଧ୍ୟରେ ଲଢେଇ, ଜାଣନ୍ତୁ ମ୍ୟାଚ ସମୟ

January 15, 2026

ମାଲ ପରିବହନ କ୍ଷେତ୍ରରେ ରେଳବାଇର ନୂଆ ରେକର୍ଡ: ଗୋଟିଏ ଦିନରେ ୮୯୨ ଟ୍ରେନ୍ ଅଦଳବଦଳ

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.