Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋ ସଂପଦର ସୁରକ୍ଷା ପାଇଁ ସରକାରଙ୍କ ଅଭିନବ ପଦକ୍ଷେପ, ଗଠନ ହେଲା ଗୋ-କ୍ୟାବିନେଟ
ଆଜିର ଖବର

ଗୋ ସଂପଦର ସୁରକ୍ଷା ପାଇଁ ସରକାରଙ୍କ ଅଭିନବ ପଦକ୍ଷେପ, ଗଠନ ହେଲା ଗୋ-କ୍ୟାବିନେଟ

November 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ, ଗୋ ସଂପଦର ସୁରକ୍ଷା ପାଇଁ ମଧ୍ୟପ୍ରଦେଶ ସରକାର ଏକ ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିପାଇଁ ଗଠନ କରିଛନ୍ତି ଗୋ କ୍ୟାବିନେଟ। ଆଜି ଏ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଏହି ଗୋ କ୍ୟାବିନେଟରେ ପାଞ୍ଚୋଟି ବିଭାଗକୁ ନେଇ ଗଠନ କରାଯାଇଛି। ସେଗୁଡିକ ହେଲା ପଶୁପାଳନ ବିଭାଗ, ପଞ୍ଚାୟତିରାଜ, ଗ୍ରାମୀଣ ବିକାଶ, ରାଜସ୍ବ, ଗୃହ ଏବଂ କିଷାନ କଲ୍ୟାଣ ବିଭାଗ। ଏହି ବିଭାଗର ମନ୍ତ୍ରୀମାନେ ଗୋ କଲ୍ୟାଣ ଉପରେ ବିସ୍ତୁତ ପଦକ୍ଷେପ ନେବେ।

ଏହି ଗୋ କ୍ୟାବିନେଟର ପ୍ରଥମ ବୈଠକ ଆସନ୍ତା 22 ତାରିଖ ଗୋଷ୍ଠମୀ ଦିନ ବସିବ ବୋଲି ନିଷ୍ପତି ଗ୍ରହଣ କରାଯାଇଛି। ତେବେ ଏହା ରାଜ୍ୟ ସଚିବାଳୟରେ ନ ବସି ଗୋ ଅଭ୍ୟୟାରଣ୍ୟ କିମ୍ବା ମାଲାୱାରେ ବସିବ ବୋଲି ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଜୁଆ ଖେଳରୁ ହତ୍ୟାକାଣ୍ଡ: ଟଙ୍କା ଭାଗବଣ୍ଟାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା

October 6, 2025

ବିହାରରେ କେବେ ଏବଂ କେତେ ପର୍ଯ୍ୟାୟରେ ହେବ ନିର୍ବାଚନ?, ଆଜି ଅପରାହ୍ନ ୪ଟାରେ ଘୋଷଣା

October 6, 2025

ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

October 6, 2025

BSNL ଉପଭୋକ୍ତାମାନଙ୍କ ପାଇଁ ଖୁସି ଖବର!: ଏବେ ମୋବାଇଲ୍ ନେଟୱାର୍କ ବିନା ମଧ୍ୟ କରିପାରିବେ କଲ୍

October 6, 2025
Latest News

ଜୁଆ ଖେଳରୁ ହତ୍ୟାକାଣ୍ଡ: ଟଙ୍କା ଭାଗବଣ୍ଟାକୁ କେନ୍ଦ୍ର କରି ଯୁବକଙ୍କୁ ହତ୍ୟା

October 6, 2025

ବିହାରରେ କେବେ ଏବଂ କେତେ ପର୍ଯ୍ୟାୟରେ ହେବ ନିର୍ବାଚନ?, ଆଜି ଅପରାହ୍ନ ୪ଟାରେ ଘୋଷଣା

October 6, 2025

ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

October 6, 2025

BSNL ଉପଭୋକ୍ତାମାନଙ୍କ ପାଇଁ ଖୁସି ଖବର!: ଏବେ ମୋବାଇଲ୍ ନେଟୱାର୍କ ବିନା ମଧ୍ୟ କରିପାରିବେ କଲ୍

October 6, 2025

ଆଜି ହେଉଛି କୁମାର ପୂର୍ଣ୍ଣିମା, ଏହି ଦିନ କରନ୍ତୁ ଏପରି କାମ, ମିଳିବ ସଫଳତା

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.