Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୀମା ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ସୀମା ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

November 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦେଶର ମହାକାଶ ଗବେଷଣାରେ ଓଡ଼ିଶାର ପ୍ରମୁଖ ଭୂମିକା, ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରି ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍

ଭୁବନେଶ୍ୱର: ଓଡ଼ିଶା ସହ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ, ଝାଡଖଣ୍ଡର ସୀମା ବିବାଦ ଲାଗି ରହିଛି । ସୀମା ବିବାଦ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସର୍ବଦଳୀୟ ବୈଠକ ଡାକିବା ସହ ଗୃହ କମିଟି ଗଠନ ସହ ଆପୋଷ ବୁଝାମଣାରେ ସୀମା ବିବାଦର ସମାଧାନ ପାଇଁ ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଆବଶ୍ୟକ ପଡିଲେ ଆଇନଗତ ପଦକ୍ଷେପ ନେବା ପାଇଁ ବିଚାର କରାଯାଉ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି । କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସୀମାରେ ପୁଣି ଥରେ ଉତ୍ତେଜନା ଦେଖାଦେଇଥିବା କଥା ଚିଠିରେ ଉଲ୍ଲେଖ ବି କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୀମା ବିବାଦ ଦ୍ୱାରା ସେସବୁ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଉପରେ ପ୍ରଭାବ ପଡୁଛି । ଓଡ଼ିଶାରେ ଲୋକଙ୍କ ସାମାଜିକ, ଆର୍ଥିକ ସ୍ୱାର୍ଥ ସହ ସାଲିସ କରାନଯାଉ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

 

ଧର୍ମେନ୍ଦ୍ର ପ୍ରଧାନ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026
Latest News

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.