Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାସ୍କ ନ ପିନ୍ଧିଲେ ଏଣିକି ପାଞ୍ଚ ଶହ ନୁହେଁ, ଦେବେ ଦୁଇ ହଜାର ଟଙ୍କା ଜରିମାନା, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଆଜିର ଖବର

ମାସ୍କ ନ ପିନ୍ଧିଲେ ଏଣିକି ପାଞ୍ଚ ଶହ ନୁହେଁ, ଦେବେ ଦୁଇ ହଜାର ଟଙ୍କା ଜରିମାନା, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

November 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
New Delhi: People seen wearing masks as a precautionary measure against COVID-19 (coronavirus) at Delhi's Connaught Place, on March 16, 2020. (Photo: IANS)

ନୂଆଦିଲ୍ଲୀ, ବର୍ତ୍ତମାନ ଦିଲ୍ଲୀରେ ଯେପର କରୋନା ସଂକ୍ରାମଣଙ୍କ ସଂଖ୍ୟା ବଢିବାରେ ଲାଗିଛି ସେଥିରେ ସରକାର ବିଚଳିତ ହୋଇପଡିଲେଣି। ଯାହା ପୁରୁଣା ନିୟମ ରହିଛି ତାହାକୁ ବର୍ତ୍ତମାନ କଡାକଡି ପାଳନ କରାଯିବାକୁ ନିଷ୍ପତି ନିଆଯାଇଛି। ସେହି ଅନୁସାରେ ବର୍ତ୍ତମାନ ଦିଲ୍ଲୀରେ ମାସ୍କ ନ ପିନ୍ଧିଲେ 2000 ଟଙ୍କା ଜରିମାନା ଦେବାକୁ ପଡିବ। ଏହା ପୂର୍ବରୁ ପାଞ୍ଚଶହ ଟଙ୍କା ଥିଲା। ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲା ଉପରାଜ୍ୟପାଳଙ୍କୁ ଭେଟି ଏହି ନୂଆ ନିୟମ ଉପରେ ଅନୁମତି ଆଣିଛନ୍ତି। ଏହାପରେ ଦିଲ୍ଲୀରେ କରୋନା ସଂକ୍ରାମଣକୁ ରୋକିବା ପାଇଁ ସବୁ ନିୟମରେ ପରିବର୍ତ୍ତନ କରାଯାଇ ତାହାର ପରିମାଣ ବୃଦ୍ଧି କରାଯିବ।

ଏଥିସହିତ ମୁଖ୍ୟମନ୍ତ୍ରୀ ବିରୋଧୀ ଦଳଙ୍କୁ ରାଜନୀତି ନ କରି ଏପରି ସମୟରେ ସହଯୋଗର ହାତ ବଢାଇବା ପାଇଁ ଅନୁରୋଧ କରିଛନ୍ତି। ଲୋକମାନେ ବର୍ତ୍ତମାନ ବଡ ଆତଙ୍କିତ ଅବସ୍ଥାରେ ଗତି କରୁଥିବା ବେଳେ ତାହାକୁ ନେଇ ରାଜନୀତି ନ କରିବା ପାଇଁ ଅନୁରୋଧ କରିଛନ୍ତି।

ଦିଲ୍ଲୀରେ କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି: ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେଲେ ବିରୋଧୀ ନେତା

October 9, 2026

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

October 9, 2026
Latest News

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି: ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେଲେ ବିରୋଧୀ ନେତା

October 9, 2026

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026

ଓଆଇଏସ୍ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ: ସଠିକ୍‌, ଶୀଘ୍ର ଓ ସରଳତା

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.