Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆହନ୍‌ଙ୍କ ସହ ନଜର ଆସିବେ ତାରା
ଆଜିର ଖବର

ଆହନ୍‌ଙ୍କ ସହ ନଜର ଆସିବେ ତାରା

March 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
tara and ahan both are in upcoming project
tara and ahan both are in upcoming project

ମିଲନ୍‌ ଲୁଥ୍ରିଆଙ୍କ ନିର୍ଦ୍ଦେଶିତ ଅପ୍‌କମିଙ୍ଗ୍‌ ଫିଲ୍ମ ଜରିଆରେ ସୁନୀଲ୍‌ ସେଟ୍ଟିଙ୍କ ପୁତ୍ର ଆହନ୍‌ ବଲିଉଡ୍‌ ଏଣ୍ଟ୍ରି କରିବେ । ଏହି ଫିଲ୍ମରେ ତାଙ୍କ ବିପକ୍ଷରେ ନଜର ଆସିବେ ତାରା ସୁତାରିଆ । ତେଲୁଗୁ ଫିଲ୍ମ ‘ଆର୍‌ଏକ୍ସ ୧୦୦’ର ହିନ୍ଦୀର ରିମେକ୍‌ ହେବ ଏହି ଫିଲ୍ମଟି । ତାରା କରନ୍‌ଙ୍କ ନିର୍ଦ୍ଦେଶିତ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇ୍ଅର୨’ରେ ଟାଇଗର୍‌ ଶ୍ରଫ୍‌ ଓ ଅନନ୍ୟା ପାଣ୍ଡେଙ୍କ ସହ ନଜର ଆସିବେ । ଏହି ଫିଲ୍ମର ଶୁଟିଂ ସରିଯାଇଥିବାବେଳେ ତାରା ଅପ୍‌କମିଙ୍ଗ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ରହିଛନ୍ତି । ନାଦିଆଦାଓ୍ବାଲା ଗ୍ରାଣ୍ଡସନ୍ସ ବ୍ୟାନର୍‌ରେ ପ୍ରସ୍ତୁତ ହେବାକୁ ଥିବା ଏହି ଫିଲ୍ମର ଶୀର୍ଷକ ଘୋଷଣା କରାଯାଇନାହିଁ ।  ରୋମାଣ୍ଟିକଧର୍ମୀ ଏହି ଫିଲ୍ମରେ ଆାହନ୍‌ଙ୍କ ସହ ତାରାଙ୍କ ଯୋଡ଼ିକୁ ନିର୍ମାତା ଓ ନିର୍ଦ୍ଦେଶକ ବେଶ୍‌ ପସନ୍ଦ କରିଛନ୍ତି । ତେବେ ଏହି ଫିଲ୍ମର ଶୁଟିଂ ଜୁନ୍‌ ମାସରୁ ଆରମ୍ଭ କରାଯିବ ବୋଲି ସୂଚନା ରହିଛି । ପୂର୍ବରୁ ସୁନୀଲ୍‌ ସୁପୁତ୍ରୀ ତଥା ଆହନ୍‌ଙ୍କ ଭଉଣୀ ଆଥିଆ ସଲମନ୍‌ ଖାନ୍‌ ପ୍ରଡକ୍ସନ୍‌ ନିବେଦିତ ‘ହିରୋ’ ଜରିଆରେ ବଲିଉଡ୍‌ ପ୍ରବେଶ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ “ଧନ୍ୟବାଦ ମୋଦି” କାର୍ଯ୍ୟକ୍ରମ

September 16, 2025

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025

‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ

September 16, 2025
Latest News

ସୁଭଦ୍ରାର ଏକ ବର୍ଷ ପୂର୍ତ୍ତି ଅବସରରେ “ଧନ୍ୟବାଦ ମୋଦି” କାର୍ଯ୍ୟକ୍ରମ

September 16, 2025

ଘଡଘଡି ସହ ବର୍ଷାର ସମ୍ଭାବନା: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

September 16, 2025

ନକ୍ସଲ ବିରୋଧୀ ଅଭିଯାନ: ସିଆରପିଏଫ କୋବ୍ରା ବାଟାଲିୟନ ଓ ଝାଡ଼ଖଣ୍ଡ ପୋଲିସକୁ ଗୃହମନ୍ତ୍ରୀଙ୍କ ପ୍ରଶଂସା

September 16, 2025

‘ଜାତୀୟ କୃଷି ସମ୍ମିଳନୀ-ରବି ଅଭିଯାନ ୨୦୨୫’ ଉଦଘାଟିତ

September 16, 2025

ଲଞ୍ଚ ହେଲା ‘ବିକଶିତ ଭାରତ ପାଇଁ ଏଆଇ ରୋଡମ୍ୟାପ୍’ ଏବଂ ‘ଫ୍ରଣ୍ଟିୟର ଟେକ୍ ରିପୋଜିଟୋରୀ’

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.