Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି ସହରକୁ ଫେରିଲା ରାତ୍ରିକାଳୀନ କର୍ଫ୍ୟୁ
ଆଜିର ଖବର

ଏହି ସହରକୁ ଫେରିଲା ରାତ୍ରିକାଳୀନ କର୍ଫ୍ୟୁ

November 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅହମ୍ମଦାବାଦ : ଦେଶରେ ପୁଣିଥରେ କରୋନା ମାମଲାରେ ବୃଦ୍ଧି ଦେଖାଯାଇଛି । କରୋନାକୁ ଦୃଷ୍ଟିରେ ରଖି ପୂର୍ବରୁ ଜାରି କରାଯାଇ ଥିବା କର୍ଫ୍ୟୁ ପୁଣିଥରେ ଫେରିଛି। ଗୁଜୁରାଟର ଅହମ୍ମଦାବାଦରେ କରୋନା କେସ୍‌ରେ ଲଗାତାର ବୃଦ୍ଧି ଯୋଗୁଁ  ଗୁଜୁରାଟ ସରକାର ଗୁରୁବାର ରାତ୍ରିର ପୁନର୍ବାର କର୍ଫ୍ୟୁ ଲାଗୁ କରିଛନ୍ତି । ରାତ୍ରିକାଳୀନ କର୍ଫ୍ୟୁ ଏଠାରେ ଜାରି କରାଯାଇଛି । ଏହି କର୍ଫ୍ୟୁ ରାତି 9 ଟାରୁ ଏହି କର୍ଫ୍ୟୁ ଆରମ୍ଭ ହୋଇ ସକାଳ 6ଟାରେ ଶେଷ ହେବ । ତେତେ ଏହି ସମୟରେ ଆବଶ୍ୟକୀୟ ଦୋକାନ ଖୋଲା ରହିବ । ଅହମ୍ମଦାବାଦ ପାଇଁ 20ଟି ଅତିରିକ୍ତ ଆମ୍ବୁଲାନ୍ସ, 300 ଡାକ୍ତର, ଓ 300 ମେଡିକାଲ ଛାତ୍ରଛାତ୍ରୀଙ୍କୁ ଆବଣ୍ଟିତ କରାଯାଇଛି । ଏହା ବ୍ୟତୀତ ଗୁଜୁରାଟ ପାଇଁ କେନ୍ଦ୍ର ସରକାର ହାଇଲେବଲ୍‌ ଟିମ୍‌କୁ ମଧ୍ୟ ପଠାଇଛନ୍ତି ।

ସୂଚନାଯୋଗ୍ୟ, ମିଳିଥିବା ସୂଚନା ମୁତାବକ ଦେଶରେ ବିଗତ 24 ଘଣ୍ଟା ମଧ୍ୟରେ 45 ହଜାର 882 ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ 584 ମୃତ୍ୟୁ ହୋଇଛି। ଏବେ ଦେଶରେ ସମୁଦାୟ କରୋନା ଜନିତ ମୃତକଙ୍କ ସଂଖ୍ୟା 1 ଲକ୍ଷ 32 ହଜାର 202ରେ ପହଞ୍ଚିଛି । 45 ହଜାର 882 ନୂତନ ଆକ୍ରାନ୍ତଙ୍କ ସହିତ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା 90 ଲକ୍ଷ 4 ହଜାର 365ରେ ପହଞ୍ଚିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.