Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାତ ଛାଡ଼ିଲେ କଳାହାଣ୍ଡିର ତିନି ବିଧାୟକ
ଆଜିର ଖବର

ହାତ ଛାଡ଼ିଲେ କଳାହାଣ୍ଡିର ତିନି ବିଧାୟକ

March 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
three mla resign from congress in kalahandi
three mla resign from congress in kalahandi

ରାଜ୍ୟ କଂଗ୍ରେସରେ ଟିକେଟ ବଣ୍ଟାକୁ ନେଇ ଅସନ୍ତୋଷ ବଢିଚାଲିଛି। ଏହି କାରଣରୁ ଆଜି ଦଳରୁ ସାମୂହିକ ଇସ୍ତଫା ଦେଇଛନ୍ତି କଳାହାଣ୍ଡିର ତିନି ବରିଷ୍ଠ ତଥା ପୂର୍ବତନ ବିଧାୟକ। ଇସ୍ତଫା ଦେଇଥିବା ବିଧାୟକମାନେ ହେଉଛନ୍ତି ଜୁନାଗଡ଼ର ପୂର୍ବତନ ବିଧାୟକ ଗୋବର୍ଦ୍ଧନ ଦାସ, ନର୍ଲାର ପୂର୍ବତନ ବିଧାୟକ କୁମରମଣି ଶବର ଏବଂ ଧର୍ମଗଡର ପୂର୍ବତନ ବିଧାୟକ ଯୁଗରାମ ବେହେରା। ତିନି ବିଧାୟକଙ୍କ ସହ କଳାହାଣ୍ଡିର ଶତାଧତ୍କ କର୍ମୀ ମଧ୍ୟ ଦଳ ଛାଡ଼ିଛନ୍ତି। ଟଙ୍କା ନେଇ ଟିକେଟ୍ ବଣ୍ଟା ଯାଉଥିବା ଅଭିଯୋଗ କରି ୩ ଜଣ ପୂର୍ବତନ ବିଧାୟକ ଏବଂ କର୍ମୀ ଆଜି ରାଜ୍ୟ ପିସିସି କାର୍ଯ୍ୟାଳୟରେ ଇସ୍ତଫା ପ୍ରଦାନ କରିଛନ୍ତି। ଆସନ୍ତା ୨୦୧୯ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ସାଂସଦ ଓ ବିଧାୟକ ପ୍ରାର୍ଥୀ ଚୟନ ସମୟରେ ତାଙ୍କୁ ଉପେକ୍ଷା ଓ ଅଣଦେଖା କରାଯାଇଛି ବୋଲି ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଏହି ବରିଷ୍ଠ ନେତାମାନେ।

Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026

ମୁନିଗୁଡାଠାରେ ‘ସମ୍ପୂର୍ଣ୍ଣତା ଅଭିଯାନ ୨.୦ ଉଦ୍ଘାଟିତ

February 6, 2026

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

February 6, 2026
Latest News

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026

ହୋଲି ଅବସରରେ ଯାତ୍ରୀଙ୍କ ସୁଗମ ପରିବହନ ପାଇଁ ରେକର୍ଡ ସଂଖ୍ୟକ ସ୍ୱତନ୍ତ୍ର ଟ୍ରେନ

February 6, 2026

ଏକ ହିନ୍ଦୀ ଫିଚର ଫିଲ୍ମ ପ୍ରିମିୟର ଦେଖି ଭାବ ବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ, କଲେ ଟାକ୍ସ ଫ୍ରି ଘୋଷଣା

February 6, 2026

‘ପାକିସ୍ତାନର ନିଷ୍ପତ୍ତି ଭୁଲ’: ଭାରତ ସହିତ ନ ଖେଳିବା ନେଇ ଶ୍ରୀଲଙ୍କାର ବଡ଼ ବିବୃତ୍ତି

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.