Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତହସିଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ
ଆଜିର ଖବର

ତହସିଲରେ ନିଆଁ ଲଗାଇଲେ ଦୁର୍ବୃତ୍ତ

November 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର: ସମ୍ବଲପୁର ରେଙ୍ଗାଲି ତହସିଲ ଅଫିସରେ ଅଗ୍ନିକାଣ୍ଡ ଘଟିଛି । ତେବେ ଏହି ଅଗ୍ନିକାଣ୍ଡ କୌଣସି ବିଦ୍ୟୁତ ସର୍ଟସର୍କିଟ ଯୋଗୁଁ ନୁହେଁ ବରଂ ଜଣେ ଦୁର୍ବୃତ୍ତ ନିଆଁ ଲଗାଇଥିବା ସୂଚନା ମିଳିଛି । ତେବେ କିଏ ଓ କ’ଣ ପାଇଁ ଏହି ନିଆଁ ଲଗାଇଛି ସେ ନେଇ କିଛି ଜଣାପଡ଼ିନାହିଁ । ହଠାତ ନିଆଁ ଲାଗିବାରୁ ତହସିଲ ଅଫିସରେ ଥିବା କାଗଜପତ୍ର ଓ ଆସବାବପତ୍ର ଜଳିଯାଇଛି । ଏନେଇ ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି । ଏନେଇ ପୁଲିସ ଜଣଙ୍କୁ ଅଟକ ରଖିଥିବା ଜଣାଯାଇଛି । ଅନ୍ୟପକ୍ଷରେ ଜଣେ ଲୋକ ଆସି ନିଆଁ ଲଗାଇଥିବା ଖବର ପାଇଛୁ ବୋଲି ତହସିଲଦାର କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

October 6, 2025

ସୱାଇ ମାନସିଂହ ହସ୍ପିଟାଲର ଆଇସିୟୁରେ ବଡ଼ ଅଗ୍ନିକାଣ୍ଡ: ଛଅ ରୋଗୀଙ୍କ ମୃତ୍ୟୁ

October 6, 2025

ସଡ଼କ ଦୁର୍ଘଟଣାରେ ଯୁବକ ମୃତ, ଅନ୍ୟ ଜଣେ ଗୁରୁତର

October 6, 2025

ମାତା ଲକ୍ଷ୍ମୀଙ୍କ ପୂଜାରେ ଏହି ଜିନିଷଗୁଡିକ ଅର୍ପଣ କରନ୍ତୁ, ମିଳିବ ଆଶୀର୍ବାଦ

October 6, 2025
Latest News

ନୂଆପଡା ଉପନିର୍ବାଚନ ଜିତିବା ପାଇଁ ବିଜେପିର ରଣନୀତି, ଆଜି ମୁଖ୍ୟମନ୍ତ୍ରୀ ଢାଳିବେ 1100 କୋଟି ଟଙ୍କା

October 6, 2025

ଆଜି ହେଉଛି କୁମାର ପୂର୍ଣ୍ଣିମା, ଏହି ଦିନ କରନ୍ତୁ ଏପରି କାମ, ମିଳିବ ସଫଳତା

October 6, 2025

ସୱାଇ ମାନସିଂହ ହସ୍ପିଟାଲର ଆଇସିୟୁରେ ବଡ଼ ଅଗ୍ନିକାଣ୍ଡ: ଛଅ ରୋଗୀଙ୍କ ମୃତ୍ୟୁ

October 6, 2025

ସଡ଼କ ଦୁର୍ଘଟଣାରେ ଯୁବକ ମୃତ, ଅନ୍ୟ ଜଣେ ଗୁରୁତର

October 6, 2025

ମାତା ଲକ୍ଷ୍ମୀଙ୍କ ପୂଜାରେ ଏହି ଜିନିଷଗୁଡିକ ଅର୍ପଣ କରନ୍ତୁ, ମିଳିବ ଆଶୀର୍ବାଦ

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.