Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି ଗ୍ରାମରେ କେବଳ ଜଣକୁ ଛାଡି ଅନ୍ୟ ସମେସ୍ତ କରୋନା ସଂକ୍ରମିତ
ଆଜିର ଖବର

ଏହି ଗ୍ରାମରେ କେବଳ ଜଣକୁ ଛାଡି ଅନ୍ୟ ସମେସ୍ତ କରୋନା ସଂକ୍ରମିତ

November 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲାହୌଲ:  ଥଣ୍ଡା ବଢିବା ସହିତ କରୋନା ସଂକ୍ରମଣ ମଧ୍ୟ ବଢୁଥିବାର ଦେଖାଯାଉଛି । ହିମାଚଳ ପ୍ରଦେଶର ଉପର ଭାଗରେ ଏବେ ବରଫପାତ ଆରମ୍ଭ ହୋଇଛି । ହିମାଚଳ ପ୍ରଦେଶ ଲାହୌଲ ଘାଟିର ଥୋରଙ୍ଗ ଗାଁରେ ମାତ୍ର ଜଣଙ୍କୁ ଛାଡି ଅନ୍ୟ ସମସ୍ତେ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ମନାଲୀ-ଲେହ ହାଇଓ୍ବେ ସ୍ଥିତ ଥେରାଙ୍ଗ ଗ୍ରାମରେ କେବଳ 42 ଜଣ ଲୋକ ରହିଥାନ୍ତି ।

ଗାଁରେ ରହୁଥିବା ଜଣେ 52 ବର୍ଷ ବୟଷ୍କ ବ୍ୟକ୍ତି ଭୁଷଣ ଠାକୁର କରୋନା ପଜିଟିଭ ହେବା ପରେ ଗାଁର ସମସ୍ତେ କରୋନା ଯାଞ୍ଚ କରାଇଥିଲେ । ଏହାପରେ ସମସ୍ତେ କରୋନା ପଜିଟିଭ ଥିବା ଜଣାପଡିଥିଲା । ବର୍ତ୍ତମାନ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଲାହୌଲ-ସ୍ପିତି ଘାଟୀ ରାଜ୍ୟରେ ସବୁଠୁ ଅଧିକ ପ୍ରଭାବିତ ହୋଇଥିବା ଜିଲ୍ଲା ।

ଲାହୌଲ ଘାଟୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ପ୍ରଶାସନ ରୋହତାଙ୍ଗ ସୁଡଙ୍ଗର ଉତ୍ତର ପୋର୍ଟଲ ନିକଟ ତେଲିଙ୍ଗ ନାଳି ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କୁ ଆସିବାକୁ ଅନୁମତି ଦିଆଯାଇଛି । ଏହାପରେ ପର୍ଯ୍ୟଟକଙ୍କ ପାଇଁ ପ୍ରତିବନ୍ଧକ ଲଗାଯାଇଥିଲା । ପର୍ଯ୍ୟଟକଙ୍କୁ ଲାହୌଲ ଗାଁରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇନଥିଲା । ସୁଡଙ୍ଗ ନିକଟବର୍ତ୍ତୀ ଗାଁକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଥିଲା । ତେବେ ପୁନର୍ବାର କରୋନା ସଂକ୍ରମଣକୁ ଦେଖି ଗ୍ରାମକୁ ସିଲ୍‌ କରାଯିବା ସହ ଏହି ଗ୍ରାମକୁ ପ୍ରବେଶ ନେଇ କଟକଣା ଲଗାଯାଇଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଛତିଶଗଡ଼ର କାଙ୍କେରରେ ଆଇଇଡି ବିସ୍ଫୋରଣ: ତିନି ଯବାନ ସହିଦ

May 2, 2026

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026
Latest News

ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

May 2, 2026

ଛତିଶଗଡ଼ର କାଙ୍କେରରେ ଆଇଇଡି ବିସ୍ଫୋରଣ: ତିନି ଯବାନ ସହିଦ

May 2, 2026

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.