Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର କର: ପୃଥ୍ୱୀରାଜ
ଆଜିର ଖବର

ସ୍କୁଲ ବନ୍ଦ ନିଷ୍ପତ୍ତି ପ୍ରତ୍ୟାହାର କର: ପୃଥ୍ୱୀରାଜ

November 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  ପ୍ରାଥମିକ ସ୍କୁଲ ବନ୍ଦ ନେଇ ରାଜ୍ୟ ସରକାରଙ୍କୁ ବିଜେପି ପକ୍ଷରୁ ଟାର୍ଗେଟ କରାଯାଇଛି । ଏହି ପରିପ୍ରେକ୍ଷୀରେ ସ୍କୁଲ ବନ୍ଦ ନିଷ୍ପତ୍ତି  ଏକ ଭୟଙ୍କର ନିଷ୍ପତ୍ତି ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ, 9 ହଜାର ପ୍ରାଥମିକ ସ୍କୁଲ ବନ୍ଦ ନିଷ୍ପତ୍ତି ସହଜରେ ଗ୍ରହଣୀୟ ହେବ ନାହିଁ । ବାଜପେୟୀଙ୍କ ବେଳେ ସର୍ବଶିକ୍ଷା ଅଭିଯାନରେ ସ୍କୁଲ ସବୁ ଖୋଲିଥିଲା ।  25ରୁ କମ ପିଲା କିମ୍ବା 1 କିମି ମଧ୍ୟରେ ସ୍କୁଲ ଥିଲେ ବନ୍ଦ ନିଷ୍ପତ୍ତି କ୍ଷତିକାରକ ।  11ଲକ୍ଷ ପିଲା ନାମ ଲେଖାଇଛନ୍ତି । 5 ଲକ୍ଷ ଦଶମ ପରୀକ୍ଷା ଦେଉଛନ୍ତି ।  6  ଲକ୍ଷ ପିଲା ଅଧାରୁ ସ୍କୁଲ ଛାଡ଼ୁଛନ୍ତି । କିନ୍ତୁ ସରକାର ତଥ୍ୟ ଲୁଚାଉଛନ୍ତି ।  ସ୍କୁଲ ବନ୍ଦ ହେଲେ ପିଲାଙ୍କ ସ୍କୁଲ ଛାଡ଼ିବା ହାର 80%କୁ ବୃଦ୍ଧି ପାଇବ।  ଆସନ୍ତା 15 ଦିନରେ  ସ୍କୁଲ ବନ୍ଦ ନିଷ୍ପତ୍ତି ନ ବଦଳାଇଲେ ଶିକ୍ଷାଧିକାରୀଙ୍କ ଅଫିସରେ ଧାରଣା ଦିଆଯିବ ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।

BJP school
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026
Latest News

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.