Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 46 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 61
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 46 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 61

November 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 46 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂତନ 46 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 19 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 27 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 19th Nov (till 9am) pic.twitter.com/5mlvquqGrd

— BMC (@bmcbbsr) November 19, 2020

ସେହିପରି ଆଜି 61 ଜଣ ସୁସ୍ଥ ହୋଇଛନ୍ତି । ନୂତନ 46 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 30 ହଜାର 330ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 29 ହଜାର 479ଜଣ ସୁସ୍ଥ ହୋଇଥିବାବେଳେ 201ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 629ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ସୱାଇ ମାନସିଂହ ହସ୍ପିଟାଲର ଆଇସିୟୁରେ ବଡ଼ ଅଗ୍ନିକାଣ୍ଡ: ଛଅ ରୋଗୀଙ୍କ ମୃତ୍ୟୁ

October 6, 2025

ସଡ଼କ ଦୁର୍ଘଟଣାରେ ଯୁବକ ମୃତ, ଅନ୍ୟ ଜଣେ ଗୁରୁତର

October 6, 2025

ମାତା ଲକ୍ଷ୍ମୀଙ୍କ ପୂଜାରେ ଏହି ଜିନିଷଗୁଡିକ ଅର୍ପଣ କରନ୍ତୁ, ମିଳିବ ଆଶୀର୍ବାଦ

October 6, 2025

ବିଶ୍ୱକପରେ ଟିମ୍ ଇଣ୍ଡିଆର ବଡ ବିଜୟ: ପାକିସ୍ତାନର ପୁଣି ଲଜ୍ଜାଜନକ ପରାଜୟ

October 6, 2025
Latest News

ଆଜି ହେଉଛି କୁମାର ପୂର୍ଣ୍ଣିମା, ଏହି ଦିନ କରନ୍ତୁ ଏପରି କାମ, ମିଳିବ ସଫଳତା

October 6, 2025

ସୱାଇ ମାନସିଂହ ହସ୍ପିଟାଲର ଆଇସିୟୁରେ ବଡ଼ ଅଗ୍ନିକାଣ୍ଡ: ଛଅ ରୋଗୀଙ୍କ ମୃତ୍ୟୁ

October 6, 2025

ସଡ଼କ ଦୁର୍ଘଟଣାରେ ଯୁବକ ମୃତ, ଅନ୍ୟ ଜଣେ ଗୁରୁତର

October 6, 2025

ମାତା ଲକ୍ଷ୍ମୀଙ୍କ ପୂଜାରେ ଏହି ଜିନିଷଗୁଡିକ ଅର୍ପଣ କରନ୍ତୁ, ମିଳିବ ଆଶୀର୍ବାଦ

October 6, 2025

ବିଶ୍ୱକପରେ ଟିମ୍ ଇଣ୍ଡିଆର ବଡ ବିଜୟ: ପାକିସ୍ତାନର ପୁଣି ଲଜ୍ଜାଜନକ ପରାଜୟ

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.