Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ : ଗତ 24ଘଣ୍ଟାରେ 46 ହଜାର 232 ନୂତନ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌ : ଗତ 24ଘଣ୍ଟାରେ 46 ହଜାର 232 ନୂତନ ଆକ୍ରାନ୍ତ ଚିହ୍ନଟ

November 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ ପୁଣିଥରେ କରୋନା ମାମଲା ବୃଦ୍ଧି ପାଇଛି । ଗତ 24ଘଣ୍‌ଟାରେ 46 ହଜାର 232 ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 564ଜଣଙ୍କର ମୃତ୍ୟୁ ହୋଇଛି । ଦଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 90 ଲକ୍ଷ 50 ହଜାର 598ରେ ପହଞ୍ଚିଥିବବେଳେ ମୃତ୍ୟୁ ସଂଖ୍ୟା 1 ଲକ୍ଷ 32 ହଜାର 726ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା ଦେଶରେ ଆକ୍ଟିଭ୍‌ କେସ୍‌ 4 ଲକ୍ଷ 39 ହଜାର 747 ରହିଥିବାବେଳେ ସୁସ୍ଥ ହୋଇଛନ୍ତି 84 ଲକ୍ଷ 78 ହଜାର 124 ଜଣ ।

ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ ରହିଛି । 24 ଘଣ୍ଟାରେ ଦିଲ୍ଲୀରେ 118ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 6 ହଜାର 608ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀରେ କରୋନା ମୃତ୍ୟୁ ସଂଖ୍ୟା 8 ହଜାର 159କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.