Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲଜ୍ଜ୍ୟା : ତିନି ବର୍ଷର ନାବାଳିକାକୁ ଦୁଷ୍କର୍ମ କଲେ ଦୁଇ ନାବାଳକ
ଆଜିର ଖବର

ଲଜ୍ଜ୍ୟା : ତିନି ବର୍ଷର ନାବାଳିକାକୁ ଦୁଷ୍କର୍ମ କଲେ ଦୁଇ ନାବାଳକ

November 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ : ଦେଶର କନ୍ୟା ନିର୍ଯାତନା ଘଟଣା କମିବାରେ ନାଁ ନେଉନାହିଁ । ମୁମ୍ବାଇରୁ  ଆଉ ଏକ ଲଜ୍ଜାଜନକ ଏବଂ ଦୃଦୟ ବିଦାରକ ଘଟଣା ଘଟିଛ । ଏଠାରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ଗଣଦୁଷ୍କର୍ମ କରିଛନ୍ତି ଦୁଇ ଜଣ ନାବାଳକ । ଏହି ଘଟଣା ପରେ ପୋସ୍କୋ ଆଇନ ଅନୂଯାୟୀ ଦୁଇ ନାବାଳକଙ୍କୁ ସୁଧାର ଗୃହକୁ ପଠାଇବା ସହ ଘଟଣାର ଅଧିକ ତଦନ୍ତ ଚଲାଇଛି ପୋଲିସ୍‌।

ମିଳିଥିବା ସୂଚନା ଅନୁସାରେ ତିନି ବର୍ଷର ଶିଶୁ କନ୍ୟାକୁ ଗଣଦୁଷ୍କର୍ମ କରିବାପରେ ନାବାଳକମାନେ ଫେରାର ହୋଇଯାଇଥିଲେ । ପରିବାର ଲୋକଙ୍କ ଅଭିଯୋଗ ଅନୂଯାୟୀ ତୁରନ୍ତ ଅଭିଯୁକ୍ତଙ୍କୁ ଧରିବା ପାଇଁ ଛାନଭିନ ଆରମ୍ଭ କରିଥିଲା ପୋଲିସ । ଶେଷରେ ଅଭିଯୁକ୍ତଙ୍କୁ ଧରିବା ସହ ବାଳ ସୁଧାର ଗୃହକୁ ପଠାଇ ଘଟଣାର ଅଧିକ ତଦନ୍ତ ଚଳାଇଛି ପୋଲିସ ।

ସୂଚନାଯୋଗ୍ୟ, ସୋମବାର ଦିନ ମଧ୍ୟ ଏହିପରି ଏକ ମାମଲା ଶାହାଜାହାଁପୁରର ଅଞ୍ଚଳରୁ ସାମ୍ନାକୁ ଆସିଥିଲା । ଏଠାରେ ଜଣେ 16 ବର୍ଷୀୟ ବାଳକ ସାତ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିଥିଲା । କନ୍ୟାଟି ଘର ବାହାରେ ଖେଳୁଥିବାବେଳେ ଅଭିଯୁକ୍ତ ନାବାଳକ ଜଣକ ଶିଶୁ କନ୍ୟାକୁ ଶୂନଶାନ୍‌ ଯାଗାକୁ ନେଇ ଦୁଷ୍କର୍ମ କରିଥିଲା। ଶିଶୁ କନ୍ୟାଟି ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଥିବାବେଳେ ଅଭିଯୁକ୍ତ ନାବାଳକକୁ ପୋଲିସ୍‌ ଗିରଫ କରିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.