Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରେ ସାଂସଦମାନଙ୍କ ପାଇଁ ବହୁତଳ ବିଶିଷ୍ଟ କୋଠା ନିର୍ମାଣ ଶେଷ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଦିଲ୍ଲୀରେ ସାଂସଦମାନଙ୍କ ପାଇଁ ବହୁତଳ ବିଶିଷ୍ଟ କୋଠା ନିର୍ମାଣ ଶେଷ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

November 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଲ୍ଲୀରେ ସାଂସଦମାନଙ୍କ ପାଇଁ ବହୁତଳ ବିଶିଷ୍ଟ କୋଠା ନିର୍ମାଣ ଶେଷ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୩ ତାରିଖ ଦିନ ସାଂସଦମାନଙ୍କ ପାଇଁ ନିର୍ମିତ ବହୁତଳ କୋଠାର ଉଦଘାଟନ କରିବେ। ଭିଡିଓ କନଫରେନ୍ସ ଜରିଆରେ ପୂର୍ବାହ୍ନ ୧୧ଟାବେଳେ ଅନୁଷ୍ଠିତ ହେବାକୁ ଥିବା ଏହି ସମାରୋହରେ ଲୋକସଭା ବାଚସ୍ପତି ଓମ ବିର୍ଲା ମଧ୍ୟ ଯୋଗ ଦେବାର କାର‌୍ୟ୍ୟକ୍ରମ ରହିଛି।

ଏହି ଫ୍ଲାଟଗୁଡିକ ନୂଆଦିଲ୍ଲୀର ଡକ୍ଟର ବି.ଡି. ମାର୍ଗରେ ନିର୍ମିତ ହୋଇଛି। ୮୦ ବର୍ଷରୁ ଅଧିକ ପୁରୁଣା ୮ଟି ବଙ୍ଗଳାକୁ ଭାଙ୍ଗି ୭୬ଟି ଫ୍ଲାଟ ନିର୍ମାଣ କରାଯାଇଛି। ଏହି ଫ୍ଲାଟଗୁଡିକ ନିର୍ମାଣ ନିମନ୍ତେ ମଞ୍ଜୁର ହୋଇଥିବା ଅର୍ଥରୁ ଶତକଡା ୧୪ ଭାଗ ଅର୍ଥ ବଞ୍ଚାଯାଇ ପାରିଛି । କୋଭିଡ-୧୯ର ପ୍ରଭାବ ସତ୍ଵେ ଯଥା ସମୟରେ କାର‌୍ୟ୍ୟ ସଂପୂର୍ଣ୍ଣ ହୋଇଛି।

ନିର୍ମାଣ କାର‌୍ୟ୍ୟରେ କେତେକ ବିଶେଷ ପଦକ୍ଷେପ ନିଆଯାଇଛି । ପାଉଁଶ, ପୁରୁଣା ବଙ୍ଗଳାର ଭଗ୍ନାବଶେଷରୁ ଇଟା ପୁନଃବ୍ୟବହାର କରାଯିବା ସହ ଶକ୍ତି ସଞ୍ଚୟକାରୀ ଏଲଇଡି ବିଜୁଳି ବତୀର ବ୍ୟବସ୍ଥା କରାଯାଇଛି । ବିଜୁଳି ବତୀ, ଶୀତତାପ ନିୟନ୍ତ୍ରଣ ଯନ୍ତ୍ର ଇତ୍ୟାଦିକୁ ଦୂର ସମ୍ବେଦୀ ଦ୍ଵାରା ନିୟନ୍ତ୍ରଣ କରାଯିବା ସହ ବର୍ଷାଜଳ ସଂଗ୍ରହ ଦ୍ଵାରା ଜଳ ସଂରକ୍ଷଣ ଓ ଛାତରେ ସୌରଶକ୍ତି ପ୍ଳାଣ୍ଟମାନ ସ୍ଥାପନ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026
Latest News

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.