Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ : ଗତ 24 ଘଣ୍ଟା ମଧ୍ୟରେ ଦେଶରେ 45 ହଜାର 209 ନୂତନ ସଂକ୍ରମିତ, 501 ମୃତ
ଆଜିର ଖବର

କରୋନା ଅପଡେଟ୍‌ : ଗତ 24 ଘଣ୍ଟା ମଧ୍ୟରେ ଦେଶରେ 45 ହଜାର 209 ନୂତନ ସଂକ୍ରମିତ, 501 ମୃତ

November 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ ପୁଣି କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି ।  ଗତ 24 ଘଣ୍ଟା ମଧ୍ୟରେ 45 ହଜାର 209 ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ 501ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 90 ଲକ୍ଷ 95 ହଜାରକୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁ ସଂଖ୍ୟା 1 ଲକ୍ଷ 33 ହଜାରରେ ପହଞ୍ଚିଛି । ସେହିପରି ଦେଶରେ ସୁସ୍ଥଙ୍କ ସଂଖ୍ୟା 85 ଲକ୍ଷ 21 ହଜାର ଲୋକେ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ଲକ୍ଷ 40 ହଜାରରେ ପହଞ୍ଚିଛି ।  ଆଇସିଏମ୍‌ଆରର ସୂଚନା ଅନୁସାରେ ଗତ 21 ତାରିଖ ସୁଦ୍ଧା ଦେଶରେ ମୋଟ୍‌ 13 କୋଟି 17 ଲକ୍ଷ ନମୁନା ପରୀକ୍ଷଣ ହୋଇଛି।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ନ୍ୟୁଜିଲ୍ୟାଣ୍ଡ ମିଳିତ ବିବୃତ୍ତି

July 12, 2026

ଭାରତୀୟ ଆଇଟି ଶିଳ୍ପ ଏବେ “ସେବା ରୂପେ ଏଆଇ” ଆଡ଼କୁ ଗତି କରିବା ଜରୁରୀ: ଅଶ୍ୱିନୀ ବୈଷ୍ଣବ

July 12, 2026

ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

July 12, 2026

ସୋଆରେ ଆଇଏନଏଇ ଟେକ୍ନୋଲୋଜି କନ୍‌କ୍ଲେଭ: ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟାର ବିକାଶ ଉପରେ ଗୁରୁତ୍ୱାରୋପ

July 12, 2026
Latest News

ଭାରତ-ନ୍ୟୁଜିଲ୍ୟାଣ୍ଡ ମିଳିତ ବିବୃତ୍ତି

July 12, 2026

ଭାରତୀୟ ଆଇଟି ଶିଳ୍ପ ଏବେ “ସେବା ରୂପେ ଏଆଇ” ଆଡ଼କୁ ଗତି କରିବା ଜରୁରୀ: ଅଶ୍ୱିନୀ ବୈଷ୍ଣବ

July 12, 2026

ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

July 12, 2026

ସୋଆରେ ଆଇଏନଏଇ ଟେକ୍ନୋଲୋଜି କନ୍‌କ୍ଲେଭ: ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟାର ବିକାଶ ଉପରେ ଗୁରୁତ୍ୱାରୋପ

July 12, 2026

ସହରାଞ୍ଚଳ ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ହୁଡକୋ ସହ ଓଡ଼ିଶାର ସହଭାଗିତା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.