Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୭୩ ଜଣ ଚିହ୍ନଟ ହୋଇଥିବାବେଳେ ୨୬୫ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୩ହଜାର ୯୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪ ହଜାର ୯୦୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୩୬୦ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୬୦୮ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ମୋଟ୍‌ ୭୭୮ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ  ସର୍ବାଧିକ ୭୦ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୪୦, ବାଲେଶ୍ଵରରୁ ୨୧  ବରଗଡରୁ ୨୭, ଭଦ୍ରକରୁ ୭, ବଲାଙ୍ଗିରରୁ ୨୩, ବୌଦ୍ଧରୁ ୪, କଟକରୁ ୩୯, ଦେବଗଡରୁ ୫, ଢେଙ୍କାନାଳରୁ ୧୧, ଗଞ୍ଜାମରୁ ୮, ଜଗତସିଂହପୁରରୁ  ୫୦, ଯାଜପୁରରୁ ୨୯, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୨୧, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୩୩, କେଉଁଝରରୁ ୩୧, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୬୫, ନବରଙ୍ଗପୁରରୁ ୧୩, ନୟାଗଡରୁ ୫, ନୂଆପଡାରୁ ୪, ପୁରୀରୁ ୯, ରାୟଗଡାରୁ ୪,  ସମ୍ବଲପୁରରୁ ୨୩, ସୋନପୁରରୁ ୧ଜଣ, ସୁନ୍ଦରଗଡରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୩ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁରେ ଆମ ପୋଲିସ କାର୍ଯ୍ୟକ୍ରମ

August 14, 2026

ଅଗଷ୍ଟ ୧୭ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 14, 2026

ଜ୍ୟୋର୍ତିପୀଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ଦୀର୍ଘାୟୁ କାମନା କରି ଶାନ୍ତି ଯଜ୍ଞ

August 14, 2026

IndiGo Delay Sparks Anger: ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

August 14, 2026
Latest News

ବାଲୁଗାଁରେ ଆମ ପୋଲିସ କାର୍ଯ୍ୟକ୍ରମ

August 14, 2026

‘ମୋ ବିବୃତ୍ତିକୁ ଭୁଲ ଭାବରେ ଦର୍ଶାଇ ଯୁବକମାନଙ୍କୁ ଭ୍ରମିତ କରାଯାଇଛି’: ସିଜେଆଇ

August 14, 2026

ଅଗଷ୍ଟ ୧୭ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 14, 2026

ଜ୍ୟୋର୍ତିପୀଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ଦୀର୍ଘାୟୁ କାମନା କରି ଶାନ୍ତି ଯଜ୍ଞ

August 14, 2026

ୟୁଏଇରୁ ପଳାତକ ଡ୍ରଗ୍ କିଙ୍ଗପିନ୍ ବୀରେନ୍ଦ୍ର ସିଂହ ବସୋୟାଙ୍କୁ ଭାରତ ଫେରାଇ ଆଣିଲା ଏନସିବି

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.