Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୮୫ ଜଣ ଚିହ୍ନଟ ହୋଇଥିବାବେଳେ ୨୮୩ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୪ହଜାର ୬୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୫ ହଜାର ୮୧୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୧୦୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୬୪୦ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ମୋଟ୍‌ ୬୬୮ ଜଣ ଚିହ୍ନଟ ହୋଇଛନ୍ତି। ନୂଆପଡାରୁ ସର୍ବାଧିକ ୭୦ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୪୬, ବାଲେଶ୍ଵରରୁ ୩୮, ବରଗଡରୁ ୧୮, ଭଦ୍ରକରୁ ୧୫, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୭, କଟକରୁ ୩୭, ଦେବଗଡରୁ ୨, ଢେଙ୍କାନାଳରୁ ୬, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୨୫, ଯାଜପୁରରୁ ୧୮, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୧୧, କେନ୍ଦ୍ରାପଡାରୁ ୨୧, କେଉଁଝରରୁ ୩୮, ଖୋର୍ଦ୍ଧାରୁ ୫୬, ମାଲକାନଗିରିରୁ ୮, ମୟୂରଭଞ୍ଜରୁ ୫୦, ନବରଙ୍ଗପୁରରୁ ୯, ନୟାଗଡରୁ ୮, ପୁରୀରୁ ୨୩, ରାୟଗଡାରୁ ୨,  ସମ୍ବଲପୁରରୁ ୨୫, ସୁନ୍ଦରଗଡରୁ ୫୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୨ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

 

ଓଡିଶା କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

“ବୁଦ୍ଧିଜୀବୀମାନେ ଆତଙ୍କବାଦୀ ହୋଇଗଲେ ଅଧିକ ବିପଦପୂର୍ଣ୍ଣ ହୋଇଯାଆନ୍ତି”: ସୁପ୍ରିମକୋର୍ଟରେ କହିଲା ପୋଲିସ

November 20, 2025

ରେଢ଼ାଖୋଲ ଭୀମଭୋଇ ଛକରେ ଦୁର୍ଘଟଣା: ବ୍ୟବସାୟୀ ମୃତ

November 20, 2025

ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ପାଇଁ ଓଏସଇଏଫଡ଼ି ପକ୍ଷରୁ ଶିକ୍ଷାମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜ୍ଞାପନ

November 20, 2025

ନୂଆପଡା ଉପନିର୍ବାଚନକୁ ନେଇ ବିଜେଡି ନେତା ଭୂପିନ୍ଦର ସିଂଙ୍କ ବିସ୍ପୋରଣ,କହିଲେ..

November 20, 2025
Latest News

“ବୁଦ୍ଧିଜୀବୀମାନେ ଆତଙ୍କବାଦୀ ହୋଇଗଲେ ଅଧିକ ବିପଦପୂର୍ଣ୍ଣ ହୋଇଯାଆନ୍ତି”: ସୁପ୍ରିମକୋର୍ଟରେ କହିଲା ପୋଲିସ

November 20, 2025

ରେଢ଼ାଖୋଲ ଭୀମଭୋଇ ଛକରେ ଦୁର୍ଘଟଣା: ବ୍ୟବସାୟୀ ମୃତ

November 20, 2025

ସ୍ବତନ୍ତ୍ର ଶିକ୍ଷକ ପଦବୀ ଅନୁମୋଦନ ପାଇଁ ଓଏସଇଏଫଡ଼ି ପକ୍ଷରୁ ଶିକ୍ଷାମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜ୍ଞାପନ

November 20, 2025

ନୂଆପଡା ଉପନିର୍ବାଚନକୁ ନେଇ ବିଜେଡି ନେତା ଭୂପିନ୍ଦର ସିଂଙ୍କ ବିସ୍ପୋରଣ,କହିଲେ..

November 20, 2025

ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

November 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.