Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛତିଶଗଡ଼ ସୀମାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ: ଟଳିଲେ ତିନି ମାଓବାଦୀ
ଆଜିର ଖବର

ଛତିଶଗଡ଼ ସୀମାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ: ଟଳିଲେ ତିନି ମାଓବାଦୀ

November 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଲକାନଗିରି: ଆଜି ଛତିଶଗଡ଼ ସୀମାରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳିବିନିମୟରେ ତିନି ଜଣ ନକ୍ସଲ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତ। ମାଲକାନଗିରି-ଛତିଶଗଡ଼ ସୀମାନ୍ତ କାଙ୍କେଇ ଜିଲ୍ଲାରେ ଏହି ଏନକାଉଣ୍ଟର ହୋଇଛି। ମୃତକ ତିନି ଜଣ ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି।

ବସ୍ତର ଆଇଜି ପି. ସୁନ୍ଦରରାଜଙ୍କ ସୂଚନା ଅନୁସାରେ ମାଲକାନଗିରି-ଛତିଶଗଡ଼ ସୀମାନ୍ତ କାଙ୍କେଇ ଜିଲ୍ଲାରେ ରେଲଓ୍ୱେ ଲାଇନ୍‌ ମରାମତି କାମରେ ଏସଟିଏଫ ଯବାନଙ୍କୁ ମୁତୟନ କରାଯାଇଛି। ଉକ୍ତ କାମ ଚାଲିଥିବା ବେଳେ ହଠାତ ଯବାନଙ୍କ ଉପରକୁ ମାଓବାଦୀ ଗୁଳି ଚଳାଇଥିଲେ। ଫଳରେ ଜବାନମାନଙ୍କ ଦ୍ଵାରା ପାଲଟା ଆକ୍ରମଣ କରାଯାଇଥିଲା। ଜବାନମାନଙ୍କ ପାଲଟା ଆକ୍ରମଣରେ ୩ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ୬ଟି ଅତ୍ୟାଧୁନିକ ବନ୍ଧୁକ ଜବତ କରାଯାଇଛି। ଏହି ଘଟଣା ପରେ ସଂପୃକ୍ତ ଅଞ୍ଚଳରେ କମ୍ବିଙ୍ଗ ଅପରେସନକୁ ଜୋରଦାର କରାଯାଇଛି।

encounter ଗୁଳିବିନିମୟ ମାଓବାଦୀ ସୁରକ୍ଷାକର୍ମୀ
Share. Facebook Twitter LinkedIn Email WhatsApp Copy Link

Related Posts

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026
Latest News

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.