Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ନିଯୁକ୍ତ ହେଲେ 120 ଅଧ୍ୟାପକ
ଆଜିର ଖବର

ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ନିଯୁକ୍ତ ହେଲେ 120 ଅଧ୍ୟାପକ

November 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ନିଯୁକ୍ତ ହେଲେ 120 ଅଧ୍ୟାପକ

ଭୁବନେଶ୍ବର, ରାଜ୍ୟର ଅନୁଦାନପ୍ରାପ୍ତ ମହାବିଦ୍ୟାଳୟରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ 120 ଜଣ ଅଧ୍ୟାପକଙ୍କୁ ନିଯୁକ୍ତ ଦେଇଛନ୍ତି। ଏ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ତରଫରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଜଣାଇଦିଆଯାଇଛି। ଏହି ଅଧ୍ୟାପକମାନେ ସେମାନଙ୍କର ମନୋନିତ କଲେଜ ଅନଲାଇନରେ ବାଛିବା ପାଇଁ କୁହାଯାଇଥିଲା। ସେହି ଅନୁସାରେ ସମସ୍ତଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ବିଭାଗ ତରଫରୁ କୁହାଯାଇଛି। ଏହି ଅଧ୍ୟାପକମାନଙ୍କର ପରୀକ୍ଷା ରାଜ୍ୟ ସିଲେକସନ୍ ବୋର୍ଡ ମାଧ୍ୟମରେ କରାଯାଇଥିଲା।

ଆସନ୍ତା 25 ତାରିଖରେ ଭୁବନେଶ୍ବରର ରବିନ୍ଦ୍ର ମଣ୍ଡପରେ ଏହି ଅଧ୍ୟାପକମାନଙ୍କର ଏକ ଦିଗଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ସଚିବ ସ୍ବାଶତ ମିଶ୍ର ପ୍ରମୁଖ ଯୋଗଦେବେ।

ମନ୍ତ୍ରୀ ଅରୁଣ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026
Latest News

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.