Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ବାଚନ ଆଚରଣ ବିଧି ଉଲଂଘନ ନେଇ ମୋଦିଙ୍କ ବିପକ୍ଷରେ ଅଭିଯୋଗ ଆଣିଲା ତୃଣମୂଳ କଂଗ୍ରେସ
ଆଜିର ଖବର

ନିର୍ବାଚନ ଆଚରଣ ବିଧି ଉଲଂଘନ ନେଇ ମୋଦିଙ୍କ ବିପକ୍ଷରେ ଅଭିଯୋଗ ଆଣିଲା ତୃଣମୂଳ କଂଗ୍ରେସ

March 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନୀ ଆଚରଣ ବିଧି ଉଲଂଘନ କରିଛନ୍ତି ବୋଲି ଅଭିଯୋଗ ଆଣିବା ସହିତ ଏହାକୁ ନେଇ ନିର୍ମାଚନ କମିଶନଙ୍କ ଦ୍ବାରସ୍ଥ ହୋଇଛି ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ। ଭାରତ ପକ୍ଷରୁ ଏ ସ୍ୟାଟ୍‌ କ୍ଷେପଣାସ୍ତ୍ରର ସଫଳ ଉତ୍‌କ୍ଷେପଣକୁ ନେଇ ଦେଶବାସୀଙ୍କ ନିକଟରେ ବାର୍ତ୍ତା ରଖିଛନ୍ତି ପ୍ରଧାନମନ୍ତ୍ରୀ। ନିର୍ବାଚନର ଦୁଇ ସପ୍ତାହ ପୂର୍ବରୁ ମୋଦି ଦେଶବାସୀଙ୍କୁ ଉଦ୍‌ବୋଧନ ଦେଇଥିଲେ ମୋଦି। ଏହାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି, ଏହା ମୋଦିଙ୍କ ଆାଉ ଏକ ଡ୍ରାମା ଏବଂ ଏହା ଦେଖାଇ ନିର୍ବାଚନ ପୂର୍ବରୁ ମୋଦି ଭୋଟରଙ୍କୁ ପ୍ରଭାବିତ କରିବାକୁ ଚାହୁଁଛନ୍ତି ବୋଲି ନିଜ ଟ୍ବିଟ୍ଟର ଆକାଉଣ୍ଟରୁ ସେୟାର କରିଛନ୍ତି। ବିଜେପିର ବୁଡି ଯାଉଥିବା ନିର୍ବାଚନୀ ଡଙ୍ଗାକୁ ବଞ୍ଚାଇବା ପାଇଁ ଏହା ଏକ ପଦକ୍ଷେପ ବୋଲି ମମତା ଅନ୍ୟ ଏକ ଟ୍ବିଟ୍‌ରେ କହିଛନ୍ତି। ଅନ୍ୟ ଏକ ସିରିଜ୍‌ର ଟ୍ବିଟ୍‌ରେ ମମତା ଇସ୍ରୋର ବୈଜ୍ଞାନିକଙ୍କୁ ପ୍ରଶଂସା କରିଥିଲେ। ଏହି ମିଶନକୁ ବିଶ୍ବବାସୀ ଦୀର୍ଘ ବର୍ଷ ପର୍ଯ୍ୟନ୍ତ ମନେ ରଖିବେ ଏହି ସଫଳତା ପାଇଁ ମୁଁ ଡିଆରଡିଓର ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026
Latest News

ମିଳିମିଳା ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

March 17, 2026

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.