Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 37 ହଜାର ଆକ୍ରାନ୍ତ, 480 ମୃତ
ଆଜିର ଖବର

କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 37 ହଜାର ଆକ୍ରାନ୍ତ, 480 ମୃତ

November 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଗତ 24  ଘଣ୍ଟା ମଧ୍ୟରେ ଦେଶରେ 37 ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 480 ଜଣଙ୍କର ମୃତ୍ୟୁ ଘଟିଛି । 37 ହଜାର 975 ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 91 ଲକ୍ଷ 77 ହଜାର 840ରେ ପହଞ୍ଚିଥିବା ବେଳେ 480 ନୂତନ ମୃତ୍ୟୁ ସହିତ ସମୁଦାୟ ମୃତ୍ୟୁ ସଂଖ୍ୟା 1 ଲକ୍ଷ 34 ହଜାର 218ରେ ପହଞ୍ଚିଛି । ଏହି ସମୟ ମଧ୍ୟରେ 42 ହଜାର 314 ଜଣ ସୁସ୍ଥ ହୋଇଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା 86ଲକ୍ଷ 4 ହଜାର 355ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 4 ଲକ୍ଷ 38 ହଜାର 667ରେ ପହଞ୍ଚିଛି ।

ସମଗ୍ର ଦେଶରେ 480 ମୃତୁ ହୋଇଥିବା ବେଳେ ଏଥିରୁ 121 କେବଳ ଦିଲ୍ଳୀରେ ହୋଇଛି ।  ଦିଲ୍ଲୀରେ ବିଗତ ଏକ ସପ୍ତାହ ମଧ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ବିଗତ 24 ଘଣ୍ଟା ମଧ୍ୟରେ 4 ହଜାର 454 ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ 121 ଜଣଙ୍କର ମୃତ୍ୟୁ ଘଟିଛ । ତେବେ ଦିନକୁ ଦିନ ବଢୁଥିବା ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ଦିଲ୍ଲୀବାସୀଙ୍କ ଚିନ୍ତା ବଢାଇଛି ।

ଏହି ସମୟ ମଧ୍ୟରେ  ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 5 କୋଟି 91 ଲକ୍ଷ 61 ହଜାର 991ରେ ପହଞ୍ଚିଛି । 13 ଲକ୍ଷ 95 ହଜାର 999 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 3 କୋଟି 78 ଲକ୍ଷ 90 ହଜାର 856 ଜଣ ସୁସ୍ଥ ହୋଇଛନ୍ତି ।  ଏହା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 1କୋଟି 98 ଲକ୍ଷ 75 ହଜାର 136 ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଛତିଶଗଡ଼ର କାଙ୍କେରରେ ଆଇଇଡି ବିସ୍ଫୋରଣ: ତିନି ଯବାନ ସହିଦ

May 2, 2026

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026
Latest News

ଓଡ଼ିଶାକୁ ‘ନଲେଜ୍ କ୍ୟାପିଟାଲ୍’ ଭାବେ ଗଢ଼ିବା ପାଇଁ ଦୁଇ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା

May 2, 2026

ଛତିଶଗଡ଼ର କାଙ୍କେରରେ ଆଇଇଡି ବିସ୍ଫୋରଣ: ତିନି ଯବାନ ସହିଦ

May 2, 2026

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.