Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 44 ହଜାର ଆକ୍ରାନ୍ତ, 481 ମୃତ
ଆଜିର ଖବର

କରୋନା ଅପଡେଟ୍ : ଗତ 24 ଘଣ୍ଟାରେ 44 ହଜାର ଆକ୍ରାନ୍ତ, 481 ମୃତ

November 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 44 ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 480 ଜଣଙ୍କର ମୃତ୍ୟୁ ଘଟିଛି । 44 ହଜାର 376 ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 92ଲକ୍ଷ 22 ହଜାର 216ରେ ପହଞ୍ଚିଛି । ଏହା ସହିତ 481 ନୂତନ ମୃତ୍ୟୁ ଘଟି ସମୁଦାୟ ମୃତ୍ୟୁ ସଂଖ୍ୟା 1ଲକ୍ଷ 34 ହଜାର 699ରେ ପହଞ୍ଚିଛି । ଏହି ସମୟ ମଧ୍ୟରେ 37 ହଜାର 816 ଜଣ ସୁସ୍ଥ ହୋଇଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା 86 ଲକ୍ଷ 42 ହଜାର 771ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 4 ଲକ୍ଷ 44 ହଜାର 746ରେ ପହଞ୍ଚିଛି ।

ଆଜି ରାଜଧାନୀ ଦିଲ୍ଲୀରୁ 109ଜଣଙ୍କର ଜୀବନ ଯାଇଛି । ଦିଲ୍ଲୀରେ ବିଗତ ଏକ ସପ୍ତାହ ମଧ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ବିଗତ 24 ଘଣ୍ଟା ମଧ୍ୟରେ ଦିଲ୍ଲୀରୁ 6ହଜାର224 ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏହି ସମୟ ମଧ୍ୟରେ  ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 5 କୋଟି 97 ଲକ୍ଷ 15 ହଜାର 578ରେ ପହଞ୍ଚିଛି । 14 ଲକ୍ଷ 8 ହଜାର 23 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି କୋଟି 82 ଲକ୍ଷ 27 ହଜାର 326 ଜଣ ସୁସ୍ଥ ହୋଇଛନ୍ତି ।  ଏହା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 2 କୋଟି 80 ହଜାର 229 ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Latest News

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.