Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଦ୍ୱିତୀୟ ଏମ୍ସ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଚିଠି
ଆଜିର ଖବର

ରାଜ୍ୟରେ ଦ୍ୱିତୀୟ ଏମ୍ସ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଚିଠି

November 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଲ୍ଲୀ ଏମ୍ସ
ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

ଭୁବନେଶ୍ୱର : ଓଡିଶାରେ ସ୍ଥାପନ ହୋଇପାରେ ଦ୍ୱିତୀୟ ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ(ଏମ୍ସ) ହସ୍ପିଟାଲ । ଦ୍ୱିତୀୟ ଏମ୍ସ ସ୍ଥାପନ ନେଇ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୁଷଣଙ୍କୁ ଚିଠି ଲେଖିଛନ୍ତି । ଦ୍ୱିତୀୟ ଏମ୍ସ ନିର୍ମାଣ ପାଇଁ ସୁନ୍ଦରଗଡରେ ଉପଯୁକ୍ତ ଭିତ୍ତିଭୂମି ରହିଥିବା ନେଇ ମୁଖ୍ୟ ଶାସନ ସଚିବ ନିଜ ଚିଠିରେ ଉଲ୍ଲେଖ କରିଛନ୍ତି । ରାଜ୍ୟରେ 2012 ମସିହାରରେ ସ୍ଥାପିତ ହୋଇଥିବା ଏମ୍ସରେ ସ୍ୱାସ୍ଥ୍ୟସେବା ଉନ୍ନତ । ମାତ୍ର ସମଗ୍ର ଓଡିଶାକୁ  ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇବା ନିମନ୍ତେ ଆଉ ଏକ୍ ଏମ୍ସର ଆବଶ୍ୟକତା ରହିଛି ।  ଉଲ୍ଲେଖଯୋଗ୍ୟ ଯେ, ଭାରତରେ ସମୁଦାୟ 17ଟି ଏମ୍ସ ରହିଥିବା ବେଳେ ଏକମାତ୍ର ରାଜ୍ୟ ଭାବରେ ବିହାରରେ ଦୁଇଟି ଏମ୍ସ ନିର୍ମାଣ ହେବାକୁ ଯାଉଛି ।

ବିହାର ପରି ଓଡିଶାରେ ଆବଶ୍ୟକତା ଏବଂ ଭିତ୍ତି ଭୂମି ରହିଥିବାରୁ ସୁନ୍ଦରଗଡରେ ଦ୍ୱିତୀୟ ଏମ୍ସ ସ୍ଥାପନ ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି । 2025ସୁଦ୍ଧା କେନ୍ଦ୍ର ସରକାର ଆହୁରି 8ଟି ନୂତନ ଏମ୍ସ ନିର୍ମାଣ ଲକ୍ଷ୍ୟ ରଖିଛନ୍ତି । ଏହା ବ୍ୟତିତ ଅରୁଣାଚଳ ପ୍ରଦେଶ, ଗୋଆ, କର୍ଣ୍ଣାଟକ, କେରଳ, ତ୍ରିପୁରା ଏବଂ ମିଜୋରାମରେ ମଧ୍ୟ ଏମ୍ସ ନିର୍ମଶଣର ଯୋଜନା ରହିଛି । ବିହାରର ଦରଭଙ୍ଗାରେ ଦ୍ୱିତୀୟ ଏମ୍ସ ନିର୍ବିତ ହେବାକୁ ଯାଉଥିବା ବେଳେ ଓଡିଶାରେ ମଧ୍ୟ ଦ୍ୱିତୀୟ ଏମ୍ସ ନିର୍ମାଣ ପାଇଁ ପ୍ରସ୍ତାବ ଦିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୧୭ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 14, 2026

ଜ୍ୟୋର୍ତିପୀଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ଦୀର୍ଘାୟୁ କାମନା କରି ଶାନ୍ତି ଯଜ୍ଞ

August 14, 2026

IndiGo Delay Sparks Anger: ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

August 14, 2026

ପୁରୀରେ ଯାତ୍ରୀବାହୀ ଟ୍ରେନ୍ ଲାଇନଚ୍ୟୁତ: ଉଦ୍ଧାର କାର୍ଯ୍ୟ ଜାରି

August 14, 2026
Latest News

ଅଗଷ୍ଟ ୧୭ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 14, 2026

ଜ୍ୟୋର୍ତିପୀଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ଦୀର୍ଘାୟୁ କାମନା କରି ଶାନ୍ତି ଯଜ୍ଞ

August 14, 2026

ୟୁଏଇରୁ ପଳାତକ ଡ୍ରଗ୍ କିଙ୍ଗପିନ୍ ବୀରେନ୍ଦ୍ର ସିଂହ ବସୋୟାଙ୍କୁ ଭାରତ ଫେରାଇ ଆଣିଲା ଏନସିବି

August 14, 2026

“ଧ୍ୱଂସ ଦ୍ୱାରରେ ପାକିସ୍ତାନ”: ଏମଜେ ଆକବରଙ୍କ କଡ଼ା ବିବୃତ୍ତି

August 14, 2026

IndiGo Delay Sparks Anger: ବିମାନ ବିଳମ୍ବ ନେଇ ଭୁବନେଶ୍ବର ବିମାନ ବନ୍ଦରରେ ଯାତ୍ରୀଙ୍କ ହାଙ୍ଗାମା

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.