Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିସେମ୍ବର 1ରୁ ଏହି ରାଜ୍ୟରେ ଲାଗୁ ହେବ ରାତ୍ରିକାଳୀନ କର୍ଫ୍ୟୁ
ଆଜିର ଖବର

ଡିସେମ୍ବର 1ରୁ ଏହି ରାଜ୍ୟରେ ଲାଗୁ ହେବ ରାତ୍ରିକାଳୀନ କର୍ଫ୍ୟୁ

November 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଞ୍ଜାବ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହ ନାଇଟ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସମସ୍ତ ସହର ଓ ସିଟିରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ କରାଯିବ ଓ କୋଭିଡ୍‌ ନିୟମ ନ ମାନିଲେ ଦୁଇ ଗୁଣା ଜରିମାନା ଦେବାକୁ ପଡ଼ିବ। ଆସନ୍ତା ଡିସେମ୍ବର 1ରୁ ଏହି ନିୟମ ଲାଗୁ କରାଯିବ । ରାତି 10ଟାରୁ ସକାଳ 5ଟା ଯାଏ ରାତ୍ରୀ କାଳୀନ କର୍ଫ୍ୟୁ ପାଳନ କରାଯିବ। କେବଳ ଜରୁରୀ ସେବାକୁ ଛାଡ଼ି ଆଉ ସମସ୍ତ ଅନୁଷ୍ଠାନ ଓ ଯାତାୟାତ ବନ୍ଦ ରହିବ। ସେହିପରି ବାହାଘର ପାର୍ଟି, ରେଷ୍ଟୁରାଣ୍ଟ ଓ ହୋଟେଲ ରାତି 9.30ରୁ ବନ୍ଦ ହେବା ନେଇ ସୂଚନା ରହିଛି । ସେହିପରି କୋଭିଡ୍‌ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ଦୁଇଗୁଣା ଜରିମାନାର ନିର୍ଦ୍ଦେଶ ରହିଛି । 500ଟଙ୍କା ପରିବର୍ତ୍ତେ 1000ଟଙ୍କାର ଜରିମାନା ଆଦାୟ କରାଯିବା ନେଇ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି । ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଏଭଳି ପଦକ୍ଷେପ ପଞ୍ଜାବ ସରକାର ନେଇଥିବା ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ସ୍ଲୋଭାକିଆ ମିଳିତ ବିବୃତ୍ତି

June 15, 2026

ଯୁଦ୍ଧବିରତି ନା ଆତ୍ମସମର୍ପଣ? ଟ୍ରମ୍ପ-ଇରାନ ଚୁକ୍ତିକୁ ନେଇ ବଢ଼ୁଛି ଚର୍ଚ୍ଚା

June 15, 2026

ପଶ୍ଚିମବଂଗ ଦିଘା ରୁ ‘ଧାମ’ ଶବ୍ଦ ଉଠିବା ପରେ ପୁରୀରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

ଆମେରିକା-ଇରାନ ଚୁକ୍ତି ମଧ୍ୟରେ ଏଲପିଜି ଓ ପେଟ୍ରୋଲ ନେଇ ଭାରତ ସରକାରଙ୍କ ବଡ଼ ବୟାନ

June 15, 2026
Latest News

ଭାରତ-ସ୍ଲୋଭାକିଆ ମିଳିତ ବିବୃତ୍ତି

June 15, 2026

ଯୁଦ୍ଧବିରତି ନା ଆତ୍ମସମର୍ପଣ? ଟ୍ରମ୍ପ-ଇରାନ ଚୁକ୍ତିକୁ ନେଇ ବଢ଼ୁଛି ଚର୍ଚ୍ଚା

June 15, 2026

ପଶ୍ଚିମବଂଗ ଦିଘା ରୁ ‘ଧାମ’ ଶବ୍ଦ ଉଠିବା ପରେ ପୁରୀରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026

ଆମେରିକା-ଇରାନ ଚୁକ୍ତି ମଧ୍ୟରେ ଏଲପିଜି ଓ ପେଟ୍ରୋଲ ନେଇ ଭାରତ ସରକାରଙ୍କ ବଡ଼ ବୟାନ

June 15, 2026

ଖୋର୍ଦ୍ଧାର ବିକାଶରେ ସ୍ଵର୍ଣ୍ଣିମ ଅଧ୍ୟାୟ ସୃଷ୍ଟି ହୋଇଛି: ଅପରାଜିତା ଷଡଙ୍ଗୀ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.