Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍ : ୨୪ ଘଣ୍ଟାରେ ୪୪ ହଜାର ଆକ୍ରାନ୍ତ, ୫୨୪ ମୃତ
ଆଜିର ଖବର

କରୋନା ଅପଡେଟ୍ : ୨୪ ଘଣ୍ଟାରେ ୪୪ ହଜାର ଆକ୍ରାନ୍ତ, ୫୨୪ ମୃତ

November 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨୪ ଜଣଙ୍କର ମୃତ୍ୟୁ ଘଟିଛି । ୪୪ ହଜାର ୪୮୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଲକ୍ଷ ୬୬ ହଜାର ୭୦୫ରେ ପହଞ୍ଚିଛି । ଏହା ସହିତ ୫୨୪ ନୂତନ ମୃତ୍ୟୁ ଘଟି ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୫ ହଜାର ୨୨୩ରେ ପହଞ୍ଚିଛି । ଏହି ସମୟ ମଧ୍ୟରେ ୩୬ ହଜାର ୩୬୭ ଜଣ ସୁସ୍ଥ ହୋଇଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ୮୬ ଲକ୍ଷ ୭୯ ହଜାର ୧୩୮ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୭୫୯୮ ବୃଦ୍ଧି ଘଟି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୫୨ ହଜାର ୩୪୪ରେ ପହଞ୍ଚିଛି ।

ଏହି ସମୟ ମଧ୍ୟରେ  ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ଅତିକ୍ରମ କରିଛି । ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୩ ଲକ୍ଷ ୨୧ ହଜାର ୪୪୦ରେ ପହଞ୍ଚିଛି । ୧୪ ଲକ୍ଷ ୨୦ ହଜାର ୯୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ କୋଟି ୮୬ ଲକ୍ଷ ୭୧ ହଜାର ୧୧୯ ଜଣ ସୁସ୍ଥ ହୋଇଛନ୍ତି ।  ଏହା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୨ ଲକ୍ଷ ୩୦ ହଜାର ୨୩୦ ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026

ସୁନା ଓ ରୂପା ମୂଲ୍ୟରେ ପରିବର୍ତ୍ତନ: ଜାଣନ୍ତୁ ଆପଣଙ୍କ ସହରର ମୂଲ୍ୟ 

May 2, 2026
Latest News

୪ ଦଫା ଦାବି ନେଇ ରାଜ୍ୟବ୍ୟାପି ଆନ୍ଦୋଳନ: ଜିଲ୍ଲାପାଳ ଅଫିସ ସମ୍ମୁଖରେ ଧାରଣାରେ ବସିଲେ ସାମ୍ବାଦିକ

May 2, 2026

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026

ସୁନା ଓ ରୂପା ମୂଲ୍ୟରେ ପରିବର୍ତ୍ତନ: ଜାଣନ୍ତୁ ଆପଣଙ୍କ ସହରର ମୂଲ୍ୟ 

May 2, 2026

ଜିତୁ ମୁଣ୍ଡା ଘଟଣା : ନିର୍ମଳାଙ୍କୁ ଚିଠି ଲେଖିଲେ ନବୀନ

May 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.