Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୬୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୬୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୬୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬୯ ଜଣ ଚିହ୍ନଟ ହୋଇଥିବାବେଳେ ୨୭୫ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୬ହଜାର୬୪୫କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୮ହଜାର ୧୦୨ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୭୮୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧704ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୬୪୪ ଜଣ ଚିହ୍ନଟ ହୋଇଛନ୍ତି। କଟକରୁ ସର୍ବାଧିକ ୬୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୫୦, ବାଲେଶ୍ଵରରୁ ୧୧, ବରଗଡରୁ ୧୯, ଭଦ୍ରକରୁ ୧୧, ବଲାଙ୍ଗିରରୁ ୩୨, ବୌଦ୍ଧରୁ ୨, ଦେବଗଡରୁ ୨, ଢେଙ୍କାନାଳରୁ ୫,  ଗଜପତିରୁ ୨, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୨୬, ଯାଜପୁରରୁ ୧୭, ଝାରସୁଗୁଡାରୁ ୨୧, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୨୭, କେଉଁଝରରୁ ୪୨, ଖୋରଧାରୁ ୪୯, କୋରାପୁଟରୁ ୧୦, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୩୬, ନବରଙ୍ଗପୁରରୁ ୧୧, ନୟାଗଡରୁ ୪, ନୂଆପଡାରୁ ୩୬,  ପୁରୀରୁ ୧୬, ରାୟଗଡାରୁ ୪,  ସମ୍ବଲପୁରରୁ ୧୫,  ସୋନପୁରରୁ ୨, ସୁନ୍ଦରଗଡରୁ ୬୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୦ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

U19 World Cup: ଆଜି ଭାରତ-ଆମେରିକା ମଧ୍ୟରେ ଲଢେଇ, ଜାଣନ୍ତୁ ମ୍ୟାଚ ସମୟ

January 15, 2026

ମାଲ ପରିବହନ କ୍ଷେତ୍ରରେ ରେଳବାଇର ନୂଆ ରେକର୍ଡ: ଗୋଟିଏ ଦିନରେ ୮୯୨ ଟ୍ରେନ୍ ଅଦଳବଦଳ

January 15, 2026

ରିଲିଜ୍ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଦ ମିଲେଟ୍ ଡାଏରୀ’ର ଟିଜର

January 15, 2026

ପିଏମ୍ ଜନ-ଧନ ଯୋଜନା: ସରକାରୀ ସହାୟତା ପାଉଥିବାରୁ ଖୁସି ବ୍ୟକ୍ତ କଲେ ହିତାଧିକାରୀ

January 15, 2026
Latest News

U19 World Cup: ଆଜି ଭାରତ-ଆମେରିକା ମଧ୍ୟରେ ଲଢେଇ, ଜାଣନ୍ତୁ ମ୍ୟାଚ ସମୟ

January 15, 2026

ମାଲ ପରିବହନ କ୍ଷେତ୍ରରେ ରେଳବାଇର ନୂଆ ରେକର୍ଡ: ଗୋଟିଏ ଦିନରେ ୮୯୨ ଟ୍ରେନ୍ ଅଦଳବଦଳ

January 15, 2026

ରିଲିଜ୍ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଦ ମିଲେଟ୍ ଡାଏରୀ’ର ଟିଜର

January 15, 2026

ପିଏମ୍ ଜନ-ଧନ ଯୋଜନା: ସରକାରୀ ସହାୟତା ପାଉଥିବାରୁ ଖୁସି ବ୍ୟକ୍ତ କଲେ ହିତାଧିକାରୀ

January 15, 2026

ଏଆଇ-ଆଧାରିତ ଶିକ୍ଷା ସଂସ୍କାର ଉପରେ ଆଲୋଚନାଚକ୍ର

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.