Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ୍ତ୍ରୀଙ୍କ ଇସ୍ତଫା ଦାବି, ଗୃହ ଅଚଳ : ତିନିଟା ଯାଏ ଗୃହ ମୁଲତବୀ
ଆଜିର ଖବର

ମନ୍ତ୍ରୀଙ୍କ ଇସ୍ତଫା ଦାବି, ଗୃହ ଅଚଳ : ତିନିଟା ଯାଏ ଗୃହ ମୁଲତବୀ

November 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭବନେଶ୍ୱର: ବିଧାନସଭାରେ ପୁଣି ଉଠିଲା ନୟାଗଡ଼ ପରୀ ହତ୍ୟାକାଣ୍ଡ ମାମଲା । ଗୃହ ଆଜି ହୁଲୁସ୍ତୁଲ ହୋଇଛି । ବିରୋଧୀ ବିଜେପି ଓ କଂଗ୍ରେସ ଏହି ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଛନ୍ତି । ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳର ସଦସ୍ୟମାନେ ହୋହାଲ୍ଲା କରିଛନ୍ତି । ପୋଡିୟମ ନିକଟରେ ବ୍ୟାନର ଦେଖାଇ ବିରୋଧୀ ପ୍ରତିବାଦ କରିଥିଲେ ।  ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ଗୃହ କମ୍ପିଛି ।  ଉଭୟ ବିଜେପି ଓ କଂଗ୍ରେସ ଦଳର ସଦସ୍ୟ ହୋହାଲ୍ଲା କରିଛନ୍ତି ।  ବିଜେପିର ସଦସ୍ୟମାନେ ବ୍ୟାନର ଦେଖାଇ ଗୃହରେ ହୋହାଲ୍ଲା କରିଛନ୍ତି ।  ଯାହାକୁ ଦୃଷ୍ଟିରେ ରଖି ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ପ୍ରଥମେ କୋଡିଏ ମିନିଟ ଓ ପରେ ଅପରାହ୍ନ ୩ଟା ଯାଏଁ ଗୃହକୁ ମୁଲତବୀ କରିଦେଇଛନ୍ତି ।

ଅପରପକ୍ଷରେ ବିଜେପି  ପକ୍ଷରୁ ମନ୍ତ୍ରୀ ଅରୁଣ ସାହୁଙ୍କୁ ବହିଷ୍କାର ଦାବି କରିଛି ।  ବିରୋଧୀ ଦଳ ମୁଖ୍ୟ ସଚେତକ  ମୋହନ ମାଝୀ ଏଭଳି ଦାବି କରିଛନ୍ତି ।  ମନ୍ତ୍ରୀଙ୍କୁ ବହିଷ୍କାର କରାନଯିବା ପର୍ୟ୍ୟନ୍ତ ଗୃହ ଚଳାଇ ଦେବୁନି ବୋଲି ସେ କହିଛନ୍ତି ।  ଏହାଛଡ଼ା ପରୀ ମୃତୁ୍ୟ ପ୍ରସଙ୍ଗରେ  ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିଦେ୍ର୍ଧଶ ଗ୍ରହଣୀୟ ନୁହେଁ ।  ପୂର୍ବରୁ ଏପରି କ୍ରାଇମବ୍ରାଞ୍ଚ ତଦନ୍ତରୁ କୌଣସି ସୁଫଳ ମିଳିନି ବୋଲି ଶ୍ରୀ ମାଝୀ କହିଛନ୍ତି । ଗତକାଲି ପରୀ ହତ୍ୟା ମାମଲାରେ ଗୃହରେ ବିବୃତି ରଖିଥିଲେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର । ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ ବୋଲି କହିଥିଲେ ।

ଅରୁଣ ସାହୁ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026
Latest News

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.