Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି କଟକରୁ ନକଲି ଘିଅ କାରଖାନା ଠାବ
ଆଜିର ଖବର

ପୁଣି କଟକରୁ ନକଲି ଘିଅ କାରଖାନା ଠାବ

November 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : କଟକରେ ପୁଣି ନକଲି ଘିଅ କାରଖାନା ଠାବ ହୋଇଛି । କିଛିଦିନ ହେବ କଟକରେ ବିଭିନ୍ନ ସ୍ଥାନରେ ନକଲି ଖାଦ୍ୟ ସାମଗ୍ରୀମାନ ଠାବ ହେଉଥିବା ଦେଖାଯାଉଛି। ଗୁରୁବାର ସଦର ଥାନା ଅଞ୍ଚଳର ଗବଗସ୍ତରେ ମାଲଗୋଦାମ ପୁଲିସ ଦ୍ୱାରା ନାମୀଦାମୀ ନାଁର ବିପୁଳ ପରିମାଣରେ ନକଲି ଘିଅ ପ୍ରସ୍ତୁତି କାରଖାନା ଠାବ ହେବା ସହ ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ ହୋଇଥିବା ଜଣାପଡ଼ିଛି। ନକଲି ଘିଅ ସମେତ ପ୍ରସ୍ତୁତି ସାମଗ୍ରୀ ଜବତ ହୋଇଛି। ପାମୋଲିନ ତେଲ, ବିଭିନ୍ନ କମ୍ପାନୀ ଲୋଗୋ ମଧ୍ୟ ଜବତ ହୋଇଛି। ଏହାସହ ସମ୍ପୃକ୍ତ ଘଟଣାରେ କଳକାରଖାନାର ମାଲିକକୁ ଅଟକ ରଖାଯାଇ ପୁଲିସ ପଚରାଉଚରା ଜାରି ରଖିଛି। ମାଲଗୋଦାମରୁ ନକଲି ଘିଅ ଧରାପଡ଼ିବା ପରେ ପୁଲିସ ଏହାକୁ ଜବତ କରିବା ସହ ତଦନ୍ତ କରୁଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିର ବଡ କାର୍ଯ୍ୟାନୁଷ୍ଠାନ, ଦୁଇ ବିଧାୟକଙ୍କୁ ଦଳରୁ କଲା ନିଲମ୍ବିତ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026
Latest News

ବିଜେଡିର ବଡ କାର୍ଯ୍ୟାନୁଷ୍ଠାନ, ଦୁଇ ବିଧାୟକଙ୍କୁ ଦଳରୁ କଲା ନିଲମ୍ବିତ

January 15, 2026

ଭାରତରେ ଷ୍ଟାର୍ଟଅପ୍ ଇକୋସିଷ୍ଟମର ପୁନଃନିର୍ମାଣ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.