Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ 144 ଧାରା : ପତିତ ପାବନ ଦର୍ଶନ ବନ୍ଦ
ଆଜିର ଖବର

ପୁରୀରେ 144 ଧାରା : ପତିତ ପାବନ ଦର୍ଶନ ବନ୍ଦ

November 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ :  ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପାଇଁ ପୁରୀ ବଡ ଦାଣ୍ଡରେ ଲାଗିବ 144 ଧାରା ଜାରି ହେବ । ଆଜି ରାତି 2ଟାରୁ ଜାରି ହେବ ଏହି କଟକଣା । ଶ୍ରୀ ମନ୍ଦିର ଚାରିପାଖେ ମଧ୍ୟ 144 ଧାରା ଜାରି ହେବ । ମରିଚିକୋଟ ଛକରୁ ଦୋଳମଣ୍ଡପ ସାହି ଯାଏଁ 144 ଧାରା ଲାଗିବ । ମହାପ୍ରଭୁଙ୍କ ବେଶ ଓଲାଗି ଯାଏଁ ବଳବତ୍ତର ରହିବ 144 ଧାରା । ନାଗାର୍ଜୁନ ବେଶ ଓଲାଗି ଶେଷ ହେବା ପରେ ପତିତପାବନ ଦର୍ଶନ କରିପାରିବେ ଭକ୍ତ । 144 ଧାରା ଯୋଗୁଁ ଭକ୍ତମାନେ ପତିତ ପାବନ ଦର୍ଶନରୁ ବଞ୍ଚିତ ରହିବେ ବୋଲି ସୂଚନା ରହିଛି ।  ସୁରକ୍ଷା ବ୍ୟବସ୍ଥା ପାଇଁ  ସହରରେ 25 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । 2 ଅତିରିକ୍ତ ଏସପି, 7 ଡିଏସପି, 250 ହୋମଗାର୍ଡ, 77 ଏସଆଇ ଓ 19 ଜଣ ଇନ୍ସପେକ୍ଟର ନିୟୋଜିତ ରହିବେ ।

ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

୫୭ ବର୍ଷ ବୟସରେ ପଦାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ: ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 26, 2026

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026

ବିଜେପିର ରାଜନୈତିକ ଗଣନାକୁ ବିଚଳିତ କରିପାରେ ନୀତିଶ କୁମାରଙ୍କ ନିଷ୍ପତ୍ତି!; ବିରୋଧୀ ଦଳ ମଧ୍ୟ ସତର୍କ

June 26, 2026

ପ୍ରଥମ ଟି-୨୦ରେ ଇତିହାସ ରଚିବେ ବୈଭବ ସୂର୍ଯ୍ୟବଂଶୀ: ଡେବ୍ୟୁ ମ୍ୟାଚରେ କରିବେ ୬ଟି ବଡ଼ ରେକର୍ଡ

June 26, 2026
Latest News

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

୫୭ ବର୍ଷ ବୟସରେ ପଦାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ: ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 26, 2026

ଆଉ ଏକ ଝଟକା ଦେଲା ବାଂଲାଦେଶ: ଭାରତଠାରୁ ଏହି ପ୍ରକଳ୍ପ ଛଡାଇ ନେଇ ଚୀନ୍ ସହିତ କଲା ବଡ଼ ଚୁକ୍ତି

June 26, 2026

ବିଜେପିର ରାଜନୈତିକ ଗଣନାକୁ ବିଚଳିତ କରିପାରେ ନୀତିଶ କୁମାରଙ୍କ ନିଷ୍ପତ୍ତି!; ବିରୋଧୀ ଦଳ ମଧ୍ୟ ସତର୍କ

June 26, 2026

ପ୍ରଥମ ଟି-୨୦ରେ ଇତିହାସ ରଚିବେ ବୈଭବ ସୂର୍ଯ୍ୟବଂଶୀ: ଡେବ୍ୟୁ ମ୍ୟାଚରେ କରିବେ ୬ଟି ବଡ଼ ରେକର୍ଡ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.