Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୫୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୫୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

November 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୫୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪୩ ଜଣ ଚିହ୍ନଟ ହୋଇଥିବାବେଳେ ୨୫୧ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୭ହଜାର୨୩୯କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୮ହଜାର ୮୩୯ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୬୨୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୦୪ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ମୋଟ୍‌ ୬୪୪ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ରୁ ସର୍ବାଧିକ ୫୬ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୩୭, ବାଲେଶ୍ଵରରୁ ୩୪, ବରଗଡରୁ ୧୪, ଭଦ୍ରକରୁ ୧୧, ବଲାଙ୍ଗିରରୁ ୪୨, ବୌଦ୍ଧରୁ ୩, କଟକରୁ ୫୫, ଦେବଗଡରୁ ୩, ଢେଙ୍କାନାଳରୁ ୨,  ଗଜପତିରୁ ୧, ଗଞ୍ଜାମରୁ ୮, ଜଗତସିଂହପୁରରୁ ୨୪, ଯାଜପୁରରୁ ୧୦, ଝାରସୁଗୁଡାରୁ ୨୭, କଳାହାଣ୍ଡିରୁ ୨୦, କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୧୬, କେଉଁଝରରୁ ୧୯, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୪୨, ନବରଙ୍ଗପୁରରୁ ୧, ନୟାଗଡରୁ ୪, ନୂଆପଡାରୁ ୨୫,  ପୁରୀରୁ ୩୭, ରାୟଗଡାରୁ ୫,  ସମ୍ବଲପୁରରୁ ୧୭,  ସୋନପୁରରୁ ୩, ସୁନ୍ଦରଗଡରୁ ୫୫ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୦ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିର ବଡ କାର୍ଯ୍ୟାନୁଷ୍ଠାନ, ଦୁଇ ବିଧାୟକଙ୍କୁ ଦଳରୁ କଲା ନିଲମ୍ବିତ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026
Latest News

ବିଜେଡିର ବଡ କାର୍ଯ୍ୟାନୁଷ୍ଠାନ, ଦୁଇ ବିଧାୟକଙ୍କୁ ଦଳରୁ କଲା ନିଲମ୍ବିତ

January 15, 2026

ଭାରତରେ ଷ୍ଟାର୍ଟଅପ୍ ଇକୋସିଷ୍ଟମର ପୁନଃନିର୍ମାଣ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.