Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଙ୍ଗ ତସ୍କରୀ ପାଇଁ ପରୀକୁ କରାଯାଇଛି ହତ୍ୟା : ସୌମ୍ୟରଞ୍ଜନ ପ୍ରଧାନ
ଆଜିର ଖବର

ଅଙ୍ଗ ତସ୍କରୀ ପାଇଁ ପରୀକୁ କରାଯାଇଛି ହତ୍ୟା : ସୌମ୍ୟରଞ୍ଜନ ପ୍ରଧାନ

November 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନୟାଗଡ଼ର ପରୀ ହତ୍ୟା ମାମଲାକୁ ନେଇ ଏବେ ଓଡ଼ିଶା ରାଜନୀତିର ପାଣିପାଗ ସରଗରମ ହୋଇଛି । ପରୀ ହତ୍ୟାର କାରଣ ନେଇ ଏକ ବଡ଼ ଖୁଲାସା କରିଛନ୍ତି ପରୀର ଗାଁ ଲକ୍ଷ୍ମୀପ୍ରସାଦ ସରପଞ୍ଚ ସୌମ୍ୟ ପ୍ରଧାନ । ଏହି ପରିପ୍ରେକ୍ଷୀରେ ସେ ଏକ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ, କ’ଣ ପାଇଁ ଜଣେ ପାଞ୍ଚ ବର୍ଷର କୁନି ଝିଅକୁ ଅପହରଣ କରି ହତ୍ୟା କରାଯିବ । ଅଙ୍ଗ ତସ୍କରୀ ପାଇଁ ପରୀକୁ ହତ୍ୟା କରାଯାଇଥିବା ସନେ୍ଦହ ହେଉଛି । କୌଣସି ଏକ ବଡ଼ ଲୋକଙ୍କ ଠାରେ ପରୀର ଅଙ୍ଗ ଲଗାଯାଇଛି ବୋଲି କହିଛନ୍ତି ଲକ୍ଷ୍ମୀପ୍ରସାଦ ସରପଞ୍ଚ  ସୌମ୍ୟରଞ୍ଜନ ପ୍ରଧାନ। ଲକ୍ଷ୍ମୀପ୍ରସାଦ ସରପଞ୍ଚ ସୌମ୍ୟ ପ୍ରଧାନ କହିଛନ୍ତି । ତେବେ ପରୀ ମାମଲାର ସତ୍ୟାସତ୍ୟ ଜାଣିବା ପାଇଁ ପ୍ରଥମେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ କହିଥିବାବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଏସଆଇଟି ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026
Latest News

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ଅକ୍ଟୋବର ୧୬ ତାରିଖ ଶୁକ୍ରବାର ରାଶିଫଳ: ସ୍ୱାସ୍ଥ୍ୟ ଏବଂ ରୋମାନ୍ସ କ୍ଷେତ୍ରରେ କିପରି ରହିବ ଆଜିର ଦିନ

October 16, 2026

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.