Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମ୍ମୁ କଶ୍ମୀରର ସୋପିଆରେ ୩ ଆତଙ୍କବାଦୀ ନିହତ
ଆଜିର ଖବର

ଜମ୍ମୁ କଶ୍ମୀରର ସୋପିଆରେ ୩ ଆତଙ୍କବାଦୀ ନିହତ

March 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
3 militans killed in shopian encounter
3 militans killed in shopian encounter

ଜମ୍ମୁ କଶ୍ମୀର ସୋପିଆ ଜିଲ୍ଲାରେ ସୁରକ୍ଷାବାହିନୀର ଯବାନମାନେ ବୁଧୁବାର-ଗୁରୁବାର ରାତି ଏନକାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ଆତଙ୍କବାଦୀଙ୍କ ମୃତଦେହ ଆଜି ଜବତ କରାଯାଇଛି। ସୁରକ୍ଷାବାହିନୀକୁ କେଲଲର ଅଂଚଳରେ କିଛି ଆତଙ୍କବାଦୀ ଉପସ୍ଥିତ ଥିବାର ଗୁଇନ୍ଦା ସୂଚନା ମିଳିଥିଲା। ଏହାପରେ ସେନା, ସିଆରପିଏଫ ଏବଂ ଜମ୍ମୁ କଶ୍ମୀର ପୋଲିସର ଯବାନମାନେ ଅତର୍କିତ ଏନକାଉଣ୍ଟର ଆରମ୍ଭ କରି ଦେଇଥିଲେ ।ବର୍ତ୍ତମାନ ସୁଦ୍ଧା ମଧ୍ୟ ତଲାସି ଅଭିଯାନ ଜାରି ରହିଛି। ସୂଚନାଯୋଗ୍ୟ ଜମ୍ମୁ କଶ୍ମୀରର ବାନ୍ଦିପୋରା ଏବଂ ସୋପିଆ ଜିଲ୍ଲାରେ ମାର୍ଚ୍ଚ ୨୩ରେ ସୁରକ୍ଷାବଳ ସହିତ ଭିନ୍ନ ଭିନ୍ନ ଏନକାଉଣ୍ଟର ହୋଇଥିଲା। ଏଥିରେ ମୋଟ ୬ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ଏଥିରେ ୨ ଜଣ ପାକିସ୍ତାନୀ ଆତଙ୍କବାଦୀ ସାମିଲ ଥିଲେ। ଏହି ଆତଙ୍କବାଦୀମାନେ ଜଣେ ୧୨ ବର୍ଷର ବାଳକକୁ ବନ୍ଧକ କରି ହତ୍ୟା କରିଥିଲେ। ଏନକାଉଣ୍ଟରରେ ମରିଥିବା ଆତଙ୍କବାଦୀଙ୍କ ସଂଖ୍ୟ ୯ରେ ପହଂଚିଛି। ଉତ୍ତର କଶ୍ମୀରର ହଣ୍ଡଓ୍ଵାରା ଅନ୍ତର୍ଗତ ୟାରୁ ଅଞ୍ଚଳରେ ଅନ୍ୟ ଏକ ଏନ୍‌କାଉଣ୍ଟର୍‌ ଆରମ୍ଭ ହୋଇଛି। ସମ୍ପୃକ୍ତ ଅଞ୍ଚଳକୁ କର୍ଡନ୍‌ କରାଯାଇଛି ବୋଲି ଜମ୍ମୁ କଶ୍ମୀର ପୁଲିସ ଟୁଇଟ୍‌ କରିଛି।

encounter killed militans shopian thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.