Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପରାହ୍ନ 3ଟା ଯାଏଁ ଗୃହ ମୁଲତବୀ
ଆଜିର ଖବର

ଅପରାହ୍ନ 3ଟା ଯାଏଁ ଗୃହ ମୁଲତବୀ

November 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି  ବି ବିଧାନସଭାରେ ପରୀ ତାତି ଦେଖାଯାଇଥିଲା । ବିଧାନସଭାରେ ଆଜି ପରୀ ହତ୍ୟା ପ୍ରସଙ୍ଗ ଉଠିଥିଲା । କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇଥିଲେ । ଏହି ପ୍ରସଙ୍ଗରେ ବାଚସ୍ପତି 4ଟି ଦିଗରୁ ଉତ୍ତର ରଖିବାକୁ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ କହିଥିଲେ । ମନ୍ତ୍ରୀ କେବଳ ଗୋଟିଏ ବିଷୟରେ ବିବୃତ୍ତି ରଖିଥିଲେ । ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବିବଅତ୍ତକିକୁ ନେଇ ବିରୋଧୀ ଅସନ୍ତେଷ ହୋଇଥିଲେ । ଅଭିଯୋଗ ଆସିଥିବା ମନ୍ତ୍ରୀଙ୍କ ବିରୋଧରେ ମନ୍ତ୍ରୀ ପଦୁଟିଏ ନ କହିଥିବାରୁ ବିରୋଧୀମାନେ ହଟ୍ଟଗୋଳ କରିଥିଲେ । ଏସ୍‌ଆଇଟି ତଦନ୍ତ ନେଇ ସ୍ପଷ୍ଟୀକରଣ ମାଗିଥିଲେ ବିରୋଧୀ । ଉଭୟ ବିଜେପି ଓ କଂଗ୍ରେସ ପରୀ ମାମଲାକୁ ନେଇ ହୋହଲ୍ଲା କରିଥିଲେ । ପ୍ରବଳ ହଟ୍ଟଗୋଳ ପାଇଁ ଅପରାହ୍ନ 3ଟା ଯାଏଁ ଗୃହ ମୁଲତବୀ ହୋଇଛି ।

ବିଧାନସଭା ମୁଲତବୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026
Latest News

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.