Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି : ୬ଟି ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ୨୩ରେ ନିର୍ବାଚନ
ଆଜିର ଖବର

ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି : ୬ଟି ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ୨୩ରେ ନିର୍ବାଚନ

March 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
third phase poll notice has released by ceo
third phase poll notice has released by ceo

ଚଳିତ ଲୋକସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ପ୍ରକାଶ ପାଇଛି। ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି ଅନୁଯାୟୀ ୬ଟି ଲୋକସଭା ଆସନ ଏବଂ ୪୨ଟି ବିଧାନସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ୬ଟି ଲୋକ ସଭା ଆସନ ମଧ୍ୟରେ ରହିଛି ସମ୍ବଲପୁର, ଢେଙ୍କାନାଳ, କେନ୍ଦୁଝର, ପୁରୀ, କଟକ ଏବଂ ଭୁବେନଶ୍ବର। ଏପ୍ରିଲ୍‌ ୪ ତାରିଖ ନାମାଙ୍କନ ଦାଖଲ ପାଇଁ ଶେଷ ଦିନ ଧାର୍ଯ୍ୟ କରାଯାଇଛି। ଏପ୍ରିଲ୍ ୮ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବା ବେଳେ ଏପ୍ରିଲ୍‌ ୨୩ ତାରିଖରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ୭ଟି ସ୍ଥାନରେ ସକାଳ ୭ଟାରୁ ୪ଟା ପର୍ଯ୍ୟନ୍ତ ନିର୍ବାଚନ ହେବାର ଥିବାବେଳେ ୩୫ଟି ସ୍ଥାନରେ ସକାଳ ୭ଟାରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ନିର୍ବାଚନ ଅନୁଷ୍ଠିତ ହେବ।

ceo notice Odisha released thesamikhsya thirdphase
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026
Latest News

ମହଙ୍ଗା ପଡ଼ିଲା ଗଙ୍ଗା ନଦୀ ମଝିରେ ଚିକେନ୍ ବିରିୟାନି ଖାଇ ହାଡ଼ ଫିଙ୍ଗିବା: ୧୪ ଗିରଫ

March 17, 2026

ରାଜ୍ୟସଭା ନିର୍ବାଚନ: ଅଧିକ ଶକ୍ତିଶାଳୀ ହେଲା ଏନଡିଏ, ଜାଣନ୍ତୁ ଇଣ୍ଡି ମେଣ୍ଟର ସ୍ଥିତି

March 17, 2026

ଇସ୍ରାଏଲୀ ଆକ୍ରମଣରେ ଇରାନର ପ୍ରତିରକ୍ଷା ମୁଖ୍ୟ ଅଲି ଲାରିଜାନିଙ୍କ ମୃତ୍ୟୁ: IDF ର ବଡ ଦାବି 

March 17, 2026

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.