Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସ୍‌ଆଇଟିର ମୁଖ୍ୟ ହେଲେ ଅରୁଣ ବୋଥ୍ରା
ଆଜିର ଖବର

ଏସ୍‌ଆଇଟିର ମୁଖ୍ୟ ହେଲେ ଅରୁଣ ବୋଥ୍ରା

November 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର:  ନୟାଗଡ଼ ପରୀ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଏସ୍‌ଆଇଟି ଗଠନ କରିଛନ୍ତି ରାଜ୍ୟ ସରକାର ।  ଏସ୍‌ଆଇଟି ମୁଖ୍ୟ ଭାବେ ଆଇଜି ଅରୁଣ ବୋଥ୍ରାଙ୍କୁ ଦେଲେ ଦାୟିତ୍ୱ। ଟିମ୍‌ରେ କ୍ରାଇମବ୍ରାଞ୍ଚ ଏସ୍‌ପି ଆର.କେ ଦୋରା ସାମିଲ। ଟିମ୍‌ରେ ଏଏସ୍‌ପି ଆର.ସି.ଥମ୍ବ, ଇନ୍ସପେକ୍ଟର ନରେନ୍ଦ୍ର ବେହେରା, କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ମମତାରାଣୀ ପଣ୍ଡା ବି ଟିମ୍‌ରେ ସାମିଲ୍‌ ହୋଇଛନ୍ତି । ଏସ୍‌ଆଇଟି ଗଠନ ନେଇ ହାଇକୋର୍ଟଙ୍କୁ ଜଣାଇଛନ୍ତି ଗୃହ ବିଭାଗ ସ୍ବତନ୍ତ୍ର ସଚିବ । ଏନେଇ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ସ୍ବତନ୍ତ୍ର ସଚିବ ଚିଠି କରିଛନ୍ତି । ତଦନ୍ତ ତତ୍ତ୍ବାବଧାନ ପାଇଁ ଜଣେ ସିଟିଂ ଜଜ୍‌ଙ୍କୁ ଦାୟିତ୍ବ ଦେବାକୁ ନିବେଦନ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Latest News

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.