Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲିଭର ପ୍ରତ୍ୟାରୋପଣ ପାଇଁ ସମ ହସ୍ପିଟାଲ ଓ ଏଆଇଜି ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
ଆଜିର ଖବର

ଲିଭର ପ୍ରତ୍ୟାରୋପଣ ପାଇଁ ସମ ହସ୍ପିଟାଲ ଓ ଏଆଇଜି ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ

November 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମଡ଼ ଟୁ ବି ୟୁନିଭରସିଟି ) ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ ହସ୍ପିଟାଲ ସହିତ ହାଇଦ୍ରାବାଦ ସ୍ଥିତ ଏସିଆନ ଇନଷ୍ଟିଚ୍ୟୁଟ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ନିୟମିତ ଭାବେ ଲିଭର ପ୍ରତ୍ୟାରୋପଣ ନେଇ ଶନିବାର ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି।

ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଂଜନ ନାୟକଙ୍କ ଉପସ୍ଥିତିରେ ଏଆଇଜି ର ଲିଭର ପ୍ରତ୍ୟାରୋପଣ ନିର୍ଦ୍ଦେଶକ ଡାକ୍ତର ପି ବାଲଚନ୍ଦ୍ରନ ଓ ଆଇଏମଏସ ଓ ସମ ହସ୍ପିଟାଲର ମେଡିକାଲ ସୁପରିଟେନଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର ବୁଝାମଣା ପତ୍ର ସ୍ୱାକ୍ଷରିତ କରିଥିଲେ।

ଏହି ଅବସରରେ ଏଆଇଜି ର ଉପ ସଭାପତି ସନ୍ତୋଷ କୁମାର ସାହୁ, ଏଆଇଜି ପକ୍ଷରୁ ଡାକ୍ତର ଜି.ଭି. ପ୍ରେମକୁମାର, ଡାକ୍ତର ଶକ୍ତି ସ୍ୱରୂପ ଓ ଡାକ୍ତର କ୍ରିଷ୍ଣା ଚଇତନ୍ୟ ଉପସ୍ଥିତ ଥିବାବେଳେ ଆଇଏମଏସ ଆଣ୍ଡ ସମ ହସ୍ପିଟାଲର ଗ୍ୟାଷ୍ଟ୍ରୋଏନଟେରୋଲୋଜି ବିଭାଗ ମୁଖ୍ୟ ପ୍ରଫେସର ମନୋଜ କୁମାର ସାହୁ ଏବଂ ଅନ୍ୟ ଡାକ୍ତର ଓ ଅଧିକାରୀ ମାନେ ଉପସ୍ଥିତ ଥିଲେ।
ଗତ ମାର୍ଚ୍ଚ ମାସରେ ଓଡିଶାରେ ପ୍ରଥମଥର ନିମନ୍ତେ ଆଇଏମଏସ ଓ ସମ ହସ୍ପିଟାଲରେ ସଫଳତାର ସହ ପ୍ରଥମ ଲିଭର ପ୍ରତ୍ୟାରୋପଣ ସମ୍ପନ୍ନ ହୋଇଥିଲା।

ସମ ହସ୍ପିଟାଲ
Share. Facebook Twitter LinkedIn Email WhatsApp Copy Link

Related Posts

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026

ପେଟ୍ରୋଲ୍ ସମସ୍ୟାର ଅନ୍ତ!: 1 ଲକ୍ଷରୁ କମ୍ ମୂଲ୍ୟରେ ଉପଲବ୍ଧ ଏହି ଇଲେକ୍ଟ୍ରିକ୍ ବାଇକ୍, ଜାଣନ୍ତୁ ଏହାର ରେଞ୍ଜ

March 3, 2026

ହୋଲି ପାଇଁ ସ୍ୱତନ୍ତ୍ର ଅଫର ଘୋଷଣା କଲା BSNL: ଶୀଘ୍ର ଉଠାନ୍ତୁ ଲାଭ

March 3, 2026

ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ଇଗ୍ନୋର ନାମଲେଖା ଅବଧି ୧୫ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି

March 3, 2026
Latest News

କାହିଁକି ୨୦୨୬ ଟି୨୦ ବିଶ୍ୱକପ୍ ଜିତିପାରିବ ନାହିଁ ଟିମ୍ ଇଣ୍ଡିଆ?: ଏହି ୩ ଟି କାରଣ ବଢାଇଛି ଚିନ୍ତା

March 3, 2026

ପେଟ୍ରୋଲ୍ ସମସ୍ୟାର ଅନ୍ତ!: 1 ଲକ୍ଷରୁ କମ୍ ମୂଲ୍ୟରେ ଉପଲବ୍ଧ ଏହି ଇଲେକ୍ଟ୍ରିକ୍ ବାଇକ୍, ଜାଣନ୍ତୁ ଏହାର ରେଞ୍ଜ

March 3, 2026

ହୋଲି ପାଇଁ ସ୍ୱତନ୍ତ୍ର ଅଫର ଘୋଷଣା କଲା BSNL: ଶୀଘ୍ର ଉଠାନ୍ତୁ ଲାଭ

March 3, 2026

ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ଇଗ୍ନୋର ନାମଲେଖା ଅବଧି ୧୫ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି

March 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍: ଐତିହାସିକ ବିଶ୍ୱ ଘୋଷଣାନାମା ଏବଂ ଏଆଇ କ୍ଷେତ୍ରରେ ପ୍ରମୁଖ ନିବେଶ ପ୍ରତିଶ୍ରୁତି

March 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.