Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଚନ୍ଦ୍ରଗ୍ରହଣ, ଏ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ସଂପର୍କରେ ଜାଣନ୍ତୁ ଛଅଟି କଥା
ଆଜିର ଖବର

ଆସନ୍ତାକାଲି ଚନ୍ଦ୍ରଗ୍ରହଣ, ଏ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ସଂପର୍କରେ ଜାଣନ୍ତୁ ଛଅଟି କଥା

November 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ଚନ୍ଦ୍ରଗ୍ରହଣ, ଏ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ସଂପର୍କରେ ଜାଣନ୍ତୁ ଛଅଟି କଥା

ନୂଆଦିଲ୍ଲୀ, ଚଳିତ କାର୍ତ୍ତିକ ପୂର୍ଣ୍ଣିମୀରେ ଏ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ପଡୁଛି। ତେବେ ଏହା ଭାରତରେ ଦୃଶ୍ୟମାନ ହେବ ନାହିଁ। ଏହି ଚନ୍ଦ୍ର ଗ୍ରହଣ ସଂପର୍କରେ ଜାଣନ୍ତୁ ଛଅଟି କଥା।

୧-ଭାରତରେ ଚନ୍ଦ୍ରଗ୍ରହଣ ରାତି ୧:୦୪ ରୁ ଆରମ୍ଭ ହୋଇ ଅପରାହ୍ନ ୫:୨୨ ରେ ଶେଷ ହେବ।

୨- ଚନ୍ଦ୍ରଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ କାରଣ ଚନ୍ଦ୍ର ସମାନ୍ତରଳର ତଳେ ରହିବେ।

୩- ୟୁରୋପ, ଏସିଆ, ଅଷ୍ଟ୍ରେଲିଆ, ଉତ୍ତର ଆମେରିକା, ଦକ୍ଷିଣ ଆମେରିକା, ପ୍ରଶାନ୍ତ ଏବଂ ଆଟଲାଣ୍ଟିକର ଅଧିକାଂଶ ସ୍ଥାନରେ ପାଗ ଠିକ ଥିଲେ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ।

୪-ପେରୁ ରାଜଧାନୀ ଲିମାରେ ନଭେମ୍ବର ୩୦ ତାରିଖରେ ସ୍ଥାନୀୟ ସମୟ ରାତି ୨:୩୨ ମିନଟରେ ଏହା ପ୍ରଥମେ ଦୃଶ୍ୟମାନ ହେବ।

୫- ଏହି ଚନ୍ଦ୍ରଗ୍ରହଣ ହେଉଛି ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ। ପୂର୍ବରୁ ତିନୋଟି ଚନ୍ଦ୍ରଗ୍ରହଣ ପଡିଥିଲା। ଶେଷ ତିନୋଟି ଜାନୁଆରୀ ୧୦, ଜୁନ୍ ୫, ଜୁଲାଇ ୪ ରେ ହୋଇଥିଲା।

୬-ପରବର୍ତ୍ତୀ ଚନ୍ଦ୍ରଗ୍ରହଣ ୨୬ ମଇ ୨୦୨୧ ବୁଧବାର ଦିନ ଘଟିବ। ଏହା ପୂର୍ଣ୍ଣାଙ୍ଗ ଚନ୍ଦ୍ରଗ୍ରହଣ ହେବ, ଅଷ୍ଟ୍ରେଲିଆ, ପଶ୍ଚିମ ଆମେରିକାର କିଛି ଅଂଶ, ପଶ୍ଚିମ ଦକ୍ଷିଣ ଆମେରିକା ଏବଂ ଦକ୍ଷିଣ ପୂର୍ବ ଏସିଆରେ ଏହା ଦୃଶ୍ୟମାନ ହେବ।

କାର୍ତ୍ତିକ ପୂର୍ଣ୍ଣିମା ଚନ୍ଦ୍ର ଗ୍ରହଣ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.