ବିଜେଡ଼ିରୁ ବହିଷ୍କୃତ ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

Published: Nov 29, 2020, 10:55 am IST

ଭୁବନେଶ୍ବର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେଡ଼ିରୁ ବହିଷ୍କୃତ କରାଯାଇଛି। ପ୍ରଦୀପ ପାଣିଗ୍ରାହୀ ହେଉଛନ୍ତି ଗୋପାଳପୁରର ବିଧାୟକ। ଜନ ବୋରୋଧୀ କାର୍ଯ୍ୟ ପାଇଁ ଦଳରୁ ବହିଷ୍କୃତ କରାଯାଇଥିବା ସୂଚନା ରହିଛି। ଦଳର ସଭାପତିଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏକ ପ୍ରେସ ବିଜ୍ଞପ୍ତିରେ ପ୍ରଦୀପଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିବା ଜଣାପଡିଛି।

Related posts