Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବସାଧାରଣଙ୍କ ପାଇଁ ବନ୍ଦ ହେଲା ବିଧାନସଭା ରାସ୍ତା‌ : ଜୟଦେବ ଭବନରୁ ରବୀନ୍ଦ୍ର ମଣ୍ଡପ ଯାଏଁ ରାସ୍ତା ସିଲ୍‌
ଆଜିର ଖବର

ସର୍ବସାଧାରଣଙ୍କ ପାଇଁ ବନ୍ଦ ହେଲା ବିଧାନସଭା ରାସ୍ତା‌ : ଜୟଦେବ ଭବନରୁ ରବୀନ୍ଦ୍ର ମଣ୍ଡପ ଯାଏଁ ରାସ୍ତା ସିଲ୍‌

November 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ସର୍ବସାଧାରଣଙ୍କ ପାଇଁ ବନ୍ଦ ହେଲା ବିଧାନସଭା ରାସ୍ତା ।  ବିଧାନସଭା ଆଗରେ ବାରମ୍ବାର ଆତ୍ମହୂତି ଉଦ୍ୟମ ପରେ ଏହି ରାସ୍ତାକୁ ସିଲ୍‌ କରାଯାଇଛି । ଜୟଦେବ ଭବନରୁ ରବୀନ୍ଦ୍ର ମଣ୍ଡପ ଯାଏଁ ରାସ୍ତା ସିଲ୍‌ କରାଯାଇଛି । କମିଶନରେଟ୍‌ ପୋଲିସ୍‌ ପକ୍ଷରୁ ଏନେଇ କଟକଣା ଜାରି କରାଯାଇଛି ।

ସୂଚନାଯୋଗ୍ୟ, ଗତ କିଛି ଦିନ ହେବ ବିଧାନସଭା ସମ୍ମୁଖରେ ଆତ୍ମହୂତି ଧମକ ଦିଆଯାଉଛି । ନିକଟରେ ପରୀ ହତ୍ୟାର ନ୍ୟାୟ ପାଇଁ ତାଙ୍କ ବାପା- ମା’ ବିଧାନସଭା ସମ୍ମୁଖରେ ଆତ୍ମହୂତି ଉଦ୍ୟମ କରୁଥିବାବେଳେ ସୁରକ୍ଷାକର୍ମୀମାନେ ଉଦ୍ଧାର କରିଥିଲେ । ସେହିପରି ଗତକାଲି ଜଣେ ମା ଓ ପୁଅ ତାଙ୍କ ପୁଅ ହତ୍ୟାର ନ୍ୟାୟ ଦାବି କରି ବିଧାନସଭା ସମ୍ମୁଖରେ କିରୋସିନୀ ଢାଳି ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ସେହିପରି ଦିନକ ପୂର୍ବରୁ କିଛି ଚାଷୀମାନେ ଋଣ ଭାରରେ ଅତିଷ୍ଠ ହୋଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । (ଏଜେନ୍ସି)

ବିଧାନସଭା ସିଲ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Latest News

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.