Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 32 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 52
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 32 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 52

November 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜଧାନୀରୁ ଆଜି 32 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ ସେଣ୍ଟରରୁ 10ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଓ ସ୍ଥାନୀୟ ଅଞ୍ଚଳରୁ 22 ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 29th Nov (till 9am pic.twitter.com/pvolRJca7Y

— BMC (@bmcbbsr) November 29, 2020

ସେହିପରି ଆଜି 52 ଜଣ ସୁସ୍ଥ ହୋଇଛନ୍ତି । ନୂତନ 32 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 30 ହଜାର 723ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 30 ହଜାର 27ଜଣ ସୁସ୍ଥ ହୋଇଥିବାବେଳେ 219ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 456 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଜାରୀ ହେଲା 36 ଘଣ୍ଟିଆ କର୍ଫ୍ୟୁ, ଇଣ୍ଟରନେଟ ବନ୍ଦ, ଜାଣନ୍ତୁ କେଉଁ କେଉଁ ଅଞ୍ଚଳ

October 5, 2025

ରୋହିତ ଶର୍ମାଙ୍କୁ ଅଧିନାୟକ ପଦରୁ ହଟାଇବା ଠିକ୍ ଥିଲା କି?: ଜାଣନ୍ତୁ ବିସିସିଆଇ ର ଯୋଜନା

October 5, 2025

ଦୁଇ ଓଡ଼ିଆ ଆଇ.ଟି.ଆଇ. ଟପରଙ୍କୁ ସମ୍ମାନିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 5, 2025

ଅହିଲ୍ୟାନଗର ସମ୍ପ୍ରସାରିତ ସମବାୟ ଚିନି କାରଖାନାକୁ ଉଦଘାଟନ କଲେ ଅମିତ ଶାହ

October 5, 2025
Latest News

କଟକରେ ଜାରୀ ହେଲା 36 ଘଣ୍ଟିଆ କର୍ଫ୍ୟୁ, ଇଣ୍ଟରନେଟ ବନ୍ଦ, ଜାଣନ୍ତୁ କେଉଁ କେଉଁ ଅଞ୍ଚଳ

October 5, 2025

ରୋହିତ ଶର୍ମାଙ୍କୁ ଅଧିନାୟକ ପଦରୁ ହଟାଇବା ଠିକ୍ ଥିଲା କି?: ଜାଣନ୍ତୁ ବିସିସିଆଇ ର ଯୋଜନା

October 5, 2025

ଦୁଇ ଓଡ଼ିଆ ଆଇ.ଟି.ଆଇ. ଟପରଙ୍କୁ ସମ୍ମାନିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 5, 2025

ଅହିଲ୍ୟାନଗର ସମ୍ପ୍ରସାରିତ ସମବାୟ ଚିନି କାରଖାନାକୁ ଉଦଘାଟନ କଲେ ଅମିତ ଶାହ

October 5, 2025

ଚିଲିକା ବନ୍ୟପ୍ରାଣୀ ଡିଭିଜନ୍ ପକ୍ଷରୁ ୭୧ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.