Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରାୟ ଚାରିଶହ ବର୍ଷ ପରେ ହେବ ଶନି-ବୃହସ୍ପତିଙ୍କ ମହାମିଳନ, ଖାଲି ଆଖିରେ ଦେଖି ହେବ ଏହି ବିରଳ ଦୃଶ୍ୟ, ଜାଣନ୍ତୁ କେବେ ଦେଖିପାରିବେ
ଆଜିର ଖବର

ପ୍ରାୟ ଚାରିଶହ ବର୍ଷ ପରେ ହେବ ଶନି-ବୃହସ୍ପତିଙ୍କ ମହାମିଳନ, ଖାଲି ଆଖିରେ ଦେଖି ହେବ ଏହି ବିରଳ ଦୃଶ୍ୟ, ଜାଣନ୍ତୁ କେବେ ଦେଖିପାରିବେ

November 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :   ଚଳିତ ବର୍ଷ ଶେଷଭାଗ ଆଡକୁ ମହାକାଶରେ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ ।  ଦୀର୍ଘ ବର୍ଷ ପରେ ମହାକାଶରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ପାଖାପାଖି ଚାରିଶହ ବର୍ଷ ପରେ ମହାକାଶରେ ଶନି ଓ ବୃହସ୍ପତିଙ୍କ ମହାମିଳନର ଦୃଶ୍ୟ ଦେଖିବାର ସୁଯୋଗ ମିଳିବ । ଡିସେମ୍ବର 21 ତାରିଖରେ ଏକ ବିରଳ ଚିତ୍ର ଦୃଶ୍ୟମାନ ହେବ । ଉଭୟ ଗ୍ରହ ମଧ୍ୟରେ ଦୂରତା ମାତ୍ର 0.1ଡିଗ୍ରୀ ରହିବ।  ଉକ୍ତ ଦିନ ସୂର୍ଯେ୍ୟାଦୟ ହେବାର 1 ଘଣ୍ଟା ପରେ ଉତ୍ତର ପଶ୍ଚିମ ଦିଗବଳୟରେ ଟିକେ ଉପରେ ଏହା ଏକତ୍ର ଯୋଡ଼ି ହେବା ଭଳି ଦେଖାଯିବ । ଏହି ଦୃଶ୍ୟକୁ ଖାଲି ଆଖିରେ ଦେଖି ହେବ । ତେବେ ଛୋଟ ଦୂରବୀକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖିଲେ ବୃହସ୍ପତି ଓ ଶନିର ମହାମିଳନ ସହ ଉଭୟ ଗ୍ରହର ଉପଗ୍ରହ ଇଓ, ୟୁରୋପା, ଗାଲିମେଡ଼, କାଲିଷ୍ଟୋ ଓ ଟାଇଟନ ମଧ୍ୟ ଦୃଶ୍ୟମାନ ହେବ ।1623 ମସିହା ଜୁଲାଇ 16 ତାରିଖରେ ଉଭୟ ବୃହସ୍ପତି ଓ ଶନି ଗ୍ରହ ମଧ୍ୟରେ ଦୂତା 0.01 ଡିଗ୍ରୀ ରହିଥିଲା । ତେଣୁ ଦୀର୍ଘ 400 ବର୍ଷ ପରେ ଆସନ୍ତା ଡିସେମ୍ବର 21 ତାରିଖରେ ଏହି ଦୃଶ୍ୟ ଦେଖିବାକୁ ମିଳିବ । ତେବେ ପ୍ରାୟ 20 ବର୍ଷରେ ଥରେ ଏହି ଦୁଇ ଗ୍ରହ ନିକଟତର ହୋଇଥା’ନ୍ତି । ଏହି ଦିନଟି ସବୁଠୁ ଛୋଟ ଦିବସ ମଧ୍ୟ ରହିବ । ଏହା ଦୁର୍ଲଭ ସଂଯୋଗକୁ ବୈଜ୍ଞାନିକମାନେ ଗ୍ରେଟ୍‌ କଞ୍ଜକସନ୍‌ର ନାମ ଦେଇଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026

ସୁନା ଓ ରୂପା ମୂଲ୍ୟରେ ପରିବର୍ତ୍ତନ: ଜାଣନ୍ତୁ ଆପଣଙ୍କ ସହରର ମୂଲ୍ୟ 

May 2, 2026

ଜିତୁ ମୁଣ୍ଡା ଘଟଣା : ନିର୍ମଳାଙ୍କୁ ଚିଠି ଲେଖିଲେ ନବୀନ

May 2, 2026
Latest News

ଡିଏଭି ପୋଖରୀପୁଟର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ

May 2, 2026

ମହାରାଷ୍ଟ୍ର ରାଜନୀତିରେ ଉଷ୍ମତା : ଏମଭିଏରେ ଯୋଗ ଦେଇପାରେ ଅଜିତ ପାୱାରଙ୍କ ଗୋଷ୍ଠୀ!

May 2, 2026

ସୁନା ଓ ରୂପା ମୂଲ୍ୟରେ ପରିବର୍ତ୍ତନ: ଜାଣନ୍ତୁ ଆପଣଙ୍କ ସହରର ମୂଲ୍ୟ 

May 2, 2026

ଜିତୁ ମୁଣ୍ଡା ଘଟଣା : ନିର୍ମଳାଙ୍କୁ ଚିଠି ଲେଖିଲେ ନବୀନ

May 2, 2026

ଯାଜପୁର ମେଡିକାଲରେ ଉତ୍ତେଜନା

May 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.