Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଇକରେ ବୋମା ଧରି ଯାଉଥିବାବେଳେ ବିସ୍ଫୋରଣ : ଜଣେ ମୃତ
ଆଜିର ଖବର

ବାଇକରେ ବୋମା ଧରି ଯାଉଥିବାବେଳେ ବିସ୍ଫୋରଣ : ଜଣେ ମୃତ

December 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ନିର୍ମଳଝରଠାରେ ଏକ ଅଘଟଣ ଘଟିଛି । ଦୁଇଜଣ ଯୁବକ ବାଇକ୍‌ରେ ବୋମା ଧରି ଯାଉଥିବାସମୟରେ  ବାଇକର ଚକା ସ୍ଲିପ୍‌ କରିବାର ତଳେ ପଡିଗଲେ । ବୋମା ତଳେ ପଡି ସେଠାରେ ହିଁ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ତେବେ ଦୁଇ ଯୁବକ  କ’ଣ ପାଇଁ ଓ କାହିଁକି ବୋମା ନେଇ ଯାଉଥିଲେ, ତାହା ଜଣା ପଡିନାହିଁ । ଏହି ବିସ୍ଫୋରଣରେ ଅନ୍ୟ ଏକ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି।

ସୂଚନା ଅନୁସାରେ ବାଇକ୍‌ରେ ଯାଉଥିବା ସମୟରେ ବାଟରେ ବାଇକଟି ସ୍ଲିପ କରିଗଲା । ବାଇକ ସହ ଦୁଇ ଯୁବକ ଓ ବୋମା ବି ତଳେ ପଡ଼ିଗଲା । ଫଳରେ ବୋମାଟି ପ୍ରଚଣ୍ଡ ଶବ୍ଦ କରି ବିସ୍ଫୋରଣ ହୋଇଥିଲା । ପଛ ସିଟରେ ଯେଉଁ ଯୁବକ ବୋମା ଧରି ବସିଥିଲେ ତାଙ୍କ ହାତ ଉଡ଼ିଯିବା ସହ ଘଟଣା ସ୍ଥଳରେ ହିଁ ମୃତୁ୍ୟ ଘଟିଥିଲା । ଅପରପକ୍ଷରେ ବାଇକ ଚଳାଉଥିବା ଯୁବକ ଜଣଙ୍କ ଗୁରୁତର ଭାବେ ଆହତ ହୋଇଛନ୍ତି । ତେବେ ଏହି ଘଟଣାକୁ ନେଇ ପୋଲିସ୍‌ ଛାନ୍‌ଭିନ୍‌ ଆରମ୍ଭ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଜାରୀ ହେଲା 36 ଘଣ୍ଟିଆ କର୍ଫ୍ୟୁ, ଇଣ୍ଟରନେଟ ବନ୍ଦ, ଜାଣନ୍ତୁ କେଉଁ କେଉଁ ଅଞ୍ଚଳ

October 5, 2025

ରୋହିତ ଶର୍ମାଙ୍କୁ ଅଧିନାୟକ ପଦରୁ ହଟାଇବା ଠିକ୍ ଥିଲା କି?: ଜାଣନ୍ତୁ ବିସିସିଆଇ ର ଯୋଜନା

October 5, 2025

ଦୁଇ ଓଡ଼ିଆ ଆଇ.ଟି.ଆଇ. ଟପରଙ୍କୁ ସମ୍ମାନିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 5, 2025

ଅହିଲ୍ୟାନଗର ସମ୍ପ୍ରସାରିତ ସମବାୟ ଚିନି କାରଖାନାକୁ ଉଦଘାଟନ କଲେ ଅମିତ ଶାହ

October 5, 2025
Latest News

କଟକରେ ଜାରୀ ହେଲା 36 ଘଣ୍ଟିଆ କର୍ଫ୍ୟୁ, ଇଣ୍ଟରନେଟ ବନ୍ଦ, ଜାଣନ୍ତୁ କେଉଁ କେଉଁ ଅଞ୍ଚଳ

October 5, 2025

ରୋହିତ ଶର୍ମାଙ୍କୁ ଅଧିନାୟକ ପଦରୁ ହଟାଇବା ଠିକ୍ ଥିଲା କି?: ଜାଣନ୍ତୁ ବିସିସିଆଇ ର ଯୋଜନା

October 5, 2025

ଦୁଇ ଓଡ଼ିଆ ଆଇ.ଟି.ଆଇ. ଟପରଙ୍କୁ ସମ୍ମାନିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 5, 2025

ଅହିଲ୍ୟାନଗର ସମ୍ପ୍ରସାରିତ ସମବାୟ ଚିନି କାରଖାନାକୁ ଉଦଘାଟନ କଲେ ଅମିତ ଶାହ

October 5, 2025

ଚିଲିକା ବନ୍ୟପ୍ରାଣୀ ଡିଭିଜନ୍ ପକ୍ଷରୁ ୭୧ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.