Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଇକରେ ବୋମା ଧରି ଯାଉଥିବାବେଳେ ବିସ୍ଫୋରଣ : ଜଣେ ମୃତ
ଆଜିର ଖବର

ବାଇକରେ ବୋମା ଧରି ଯାଉଥିବାବେଳେ ବିସ୍ଫୋରଣ : ଜଣେ ମୃତ

December 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ନିର୍ମଳଝରଠାରେ ଏକ ଅଘଟଣ ଘଟିଛି । ଦୁଇଜଣ ଯୁବକ ବାଇକ୍‌ରେ ବୋମା ଧରି ଯାଉଥିବାସମୟରେ  ବାଇକର ଚକା ସ୍ଲିପ୍‌ କରିବାର ତଳେ ପଡିଗଲେ । ବୋମା ତଳେ ପଡି ସେଠାରେ ହିଁ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ତେବେ ଦୁଇ ଯୁବକ  କ’ଣ ପାଇଁ ଓ କାହିଁକି ବୋମା ନେଇ ଯାଉଥିଲେ, ତାହା ଜଣା ପଡିନାହିଁ । ଏହି ବିସ୍ଫୋରଣରେ ଅନ୍ୟ ଏକ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି।

ସୂଚନା ଅନୁସାରେ ବାଇକ୍‌ରେ ଯାଉଥିବା ସମୟରେ ବାଟରେ ବାଇକଟି ସ୍ଲିପ କରିଗଲା । ବାଇକ ସହ ଦୁଇ ଯୁବକ ଓ ବୋମା ବି ତଳେ ପଡ଼ିଗଲା । ଫଳରେ ବୋମାଟି ପ୍ରଚଣ୍ଡ ଶବ୍ଦ କରି ବିସ୍ଫୋରଣ ହୋଇଥିଲା । ପଛ ସିଟରେ ଯେଉଁ ଯୁବକ ବୋମା ଧରି ବସିଥିଲେ ତାଙ୍କ ହାତ ଉଡ଼ିଯିବା ସହ ଘଟଣା ସ୍ଥଳରେ ହିଁ ମୃତୁ୍ୟ ଘଟିଥିଲା । ଅପରପକ୍ଷରେ ବାଇକ ଚଳାଉଥିବା ଯୁବକ ଜଣଙ୍କ ଗୁରୁତର ଭାବେ ଆହତ ହୋଇଛନ୍ତି । ତେବେ ଏହି ଘଟଣାକୁ ନେଇ ପୋଲିସ୍‌ ଛାନ୍‌ଭିନ୍‌ ଆରମ୍ଭ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Latest News

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026

୫୬ ବର୍ଷର ହେଲେ ରାହୁଲ ଗାନ୍ଧୀ: ଜନ୍ମଦିନର ବିଶେଷ ଶୁଭେଚ୍ଛା ପ୍ରଧାନମନ୍ତ୍ରୀ ମୋଦୀ 

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.