Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢାଖୋଲ ବନଖଣ୍ଡ: ହରିଣସିଙ୍ଘ, ଦେଶୀ ବନ୍ଧୁକ, ଚମଡା ସହ ୨ ଜଣେ ଅଟକ
ଆଜିର ଖବର

ରେଢାଖୋଲ ବନଖଣ୍ଡ: ହରିଣସିଙ୍ଘ, ଦେଶୀ ବନ୍ଧୁକ, ଚମଡା ସହ ୨ ଜଣେ ଅଟକ

December 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଗତକାଲି ରାତିରେ ବଡବାହାଳ ରେଞ୍ଜ ଅଂଚଳରୁ ହରିଣ ସିଙ୍ଘ, ଚମଡା, ଦେଶୀବନ୍ଧୁକ, ଫାସ ଜାଲ ଜଙ୍ଗଲ ବିଭାଗ ଜବତ କରିବା ସହ ୨ ଜଣଙ୍କୁ ଅଟକ ରଖିଥିବା ଏକ ବିଶ୍ୱସ୍ତ ସୂତ୍ରରୁ ଜଣା ପଡିଛି।

ପ୍ରକାଶ ଯେ, ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ, ବଡବାହାଳ ରେଞ୍ଜ ଅଧିନସ୍ଥ ଭରତାପୁର ପଂଚାୟତର ଚୁଡାପୁଡୁଗ ଗ୍ରାମରୁ ବନବିଭାଗ ଦେଶୀବନ୍ଧୁକ, ଚମଡା, ହରିଣସିଙ୍ଘ ସହ ଫାସଜାଲ ଜବତ କରିଥିବା ବେସରକାରୀ ସୂତ୍ରରୁ ସୂଚନା ହସ୍ତଗତ ହୋଇଛି। ଏଥି ସହ ୨ ଜଣଙ୍କୁ ବନବିଭାଗ ଅଟକ ରଖି ଅଧିକ ସୂଚନା ପାଇଁ ପଚରାଉଚୁରା କରୁଥିବା ମଧ୍ୟ ଖବର ମିଳିଛି।

ଅଧିକ ସୂଚନା ପାଇଁ ବଡବାହାଳ ରେଞ୍ଜର ଅଧିକାରୀଙ୍କୁ ବାରମ୍ବାର ଯୋଗାଯୋଗ କରାଯାଉଥିଲେ ମଧ୍ୟ ସେ ସହଯୋଗ କରୁନଥିବା ଜଣାପଡିଛି। ବନବିଭାଗର ଜଣେ କର୍ମଚାରୀଙ୍କୁ ଏ ସଂପର୍କରେ ପଚାରିବାରୁ ସେ ଏ ସଂପର୍କରେ ସବିଶେଷ ତଥ୍ୟ ଦିଆଯିବ ବୋଲି ଆମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି।

ରେଞ୍ଜ ଅଧିକାରୀ ସାମ୍ବାଦିକ ମାନଙ୍କୁ ସହଯୋଗ କରୁ ନଥିବାରୁ ରେଢାଖୋଲ ସାମ୍ବାଦିକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଗତକାଲି ଠାରୁ ଏ ସବୁ ଜବତ କରିଥିଲେ ମଧ୍ୟ  ବନବିଭାଗ ଏପର୍ଯ୍ଯନ୍ତ ସାମ୍ବାଦିକମାନଙ୍କୁ ତଥ୍ୟ ଦେବାରେ ବିଳମ୍ବ କରିଥିବାରୁ ବନବିଭାଗ ଉପରେ ପ୍ରଶ୍ନ ସୃଷ୍ଟି ହେଉଛି।

ଦେଶୀ ବନ୍ଧୁକ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଜଳ ଯୋଦ୍ଧାମାନଙ୍କୁ ଆତିଥ୍ୟ ପ୍ରଦାନ କଲେ କେନ୍ଦ୍ର ଜଳ ଶକ୍ତି

October 2, 2026

୫୭ତମ ଆନ୍ତର୍ଜାତିକ ଫିଲ୍ମ ଫେଷ୍ଟିଭାଲ: ମିଡିଆ ପ୍ରତିନିଧିଙ୍କ ପାଇଁ ଆକ୍ରିଡିଟେସନ୍‍ ଆବେଦନ ଉନ୍ମୁକ୍ତ

October 2, 2026
Latest News

ହାଡ଼ ଦୁର୍ବଳ ହୋଇଯାଉଛି କି? ଜୀବନଶୈଳୀରେ କରନ୍ତୁ ଏହି ୭ଟି ପରିବର୍ତ୍ତନ

October 2, 2026

ଆଜି ‘ସବକୀ ଯୋଜନା, ସବକା ବିକାଶ’ ଶୀର୍ଷକ ଜନ ଯୋଜନା ଅଭିଯାନ-୨୦୨୬ର ଶୁଭାରମ୍ଭ

October 2, 2026

ଆଇଆଇଏମ୍‌ସିରେ ‘ସ୍ୱଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ

October 2, 2026

ଦେଶର ଅର୍ଥନୀତିରେ ନୂଆ ରେକର୍ଡ: ସେପ୍ଟେମ୍ବରରେ ୨ ଲକ୍ଷ କୋଟି ଟପିଲା ଜିଏସ୍‌ଟି ସଂଗ୍ରହ

October 2, 2026

୨୦୦୮ ଅହମଦାବାଦ ବିସ୍ଫୋରଣ ମାମଲା: ମୁଜାହିଦିନ୍ ଆତଙ୍କୀର ମୃତ୍ୟୁଦଣ୍ଡ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.