Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର : ଡାଏଲ୍‌ 112
ଆଜିର ଖବର

ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର : ଡାଏଲ୍‌ 112

December 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପୋଲିସ୍‌ ବିଭାଗର ସବୁ ଜରୁରୀ ସହାୟତା ପାଇଁ ଏଣିକି ଗୋଟିଏ ନମ୍ବର 112 ।  ପୋଲିସ୍‌, ଆମ୍ବୁଲାନ୍ସ, ଦମକଳ ପାଇଁ ଭିନ୍ନ ଭିନ୍ନ ନମ୍ବର ଡାଏଲ୍‌ ଏବେ ଆଉ ଆବଶ୍ୟକ ନାହିଁ । ଜରୁରୀ ସେବା ପାଇଁ ଏଣିକି ଗୋଟିଏ ହେଲପ୍‌ ଲାଇନ୍‌ ନମ୍ବର 112ରେ ଡାଏଲ୍‌ କରାଯିବ ।  112 ସେବା ପାଇଁ 1098 ପଦବୀକୁ ମଂଜୁର କଲେ ମୁଖ୍ୟମନ୍ତ୍ରୀ ।

ଜନସାଧାରଣଙ୍କ ସୁବିଧା ତଥା ତ୍ବରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବିଭିନ୍ନ ସହାୟତା ନମ୍ବର ଯଥା 100, 101, 102, 104, 108, ୧୮୧ ଏସବୁକୁ ଏକୀଭୂତ କରି ଗୋଟିଏ ନମ୍ବର ଯଥା 112କୁ ଜାରି କରାଯାଇଛି ।

112 ଜରିଆରେ ସାଧାରଣ ଲୋକଙ୍କୁ ଦକ୍ଷତାର ସହ ତ୍ବରିତ ସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ବିଭାଗର 1098ଟି ବିଭିନ୍ନ ପଦବୀ ସୃଷ୍ଟିକୁ ମଧ୍ୟ ଅନୁମୋଦନ କରିଛନ୍ତି। 112 ସେବା ପାଇଁ ଚାରିଜଣ -ଡି.ଏସ୍.ପି, 151ଜଣ ସବ୍ଇନ୍ସପେକ୍ଟର, 203ଜଣ ସହକାରୀ ସବ୍ ଇନ୍ସପେକ୍ଟର ଏବଂ 740 ଜଣ କନେଷ୍ଟବଳ ନିୟୋଜିତ ହେବେ ।

 

Share. Facebook Twitter LinkedIn Email WhatsApp Copy Link

Related Posts

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026
Latest News

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ଅକ୍ଟୋବର ୧୬ ତାରିଖ ଶୁକ୍ରବାର ରାଶିଫଳ: ସ୍ୱାସ୍ଥ୍ୟ ଏବଂ ରୋମାନ୍ସ କ୍ଷେତ୍ରରେ କିପରି ରହିବ ଆଜିର ଦିନ

October 16, 2026

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.